କୀଟନାଶକ ପିଇ ବୃଦ୍ଧା ଦମ୍ପତିଙ୍କ…
ଜଗତସିଂହପୁର: ଘରୋଇ କଳିରୁ ଗୋଟିଏ ବୃଦ୍ଧ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଥିରେ ୮୪ ବର୍ଷୀୟ ସ୍ୱାମୀ କାଳନ୍ଦୀ ମହାନ୍ତିଙ୍କର ମୃତ୍ୟୁ ହୋଇଛି ।
ସ୍ତ୍ରୀ ଶ୍ୱେତ ମହାନ୍ତିଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଏବେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଅଭାବନୀୟ ଘଟଣାଟି…