Odisha Link
Bridging the Missing Links in Odisha
Browsing Tag

Jalaka-river

ବିପଦ ସଙ୍କେତ ଟପିଲା ଜଳକା

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀଠାରେ ବିପଦ ସଙ୍କେତ ଟପିଛି ଜଳକା ନଦୀ। ଲଘୁଚାପଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢିବାରେ ଲାଗିଛି । ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ଜଳସ୍ତର ବଢୁଛି। ଯଦି ଏଭଳି ଭାବରେ ବର୍ଷା ଲାଗିରହେ,…

ବାଲେଶ୍ୱରରେ ବିପଦ ସଙ୍କେତ ଉପରେ ଜଳକା

ଭୁବନେଶ୍ୱର: ଉପରମୁଣ୍ଡାରେ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବିପଦ ସଙ୍କେତ ଉପରେ ଜଳକା। ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ନେଇ ସ୍ଥାନୀୟ ପ୍ରଶାସନର ଜଣେ ଅଧିକାରୀ ମଙ୍ଗଳବାର ସୂଚନା ଦେଇଛନ୍ତି। ଜିଲ୍ଲାର ବସ୍ତା ବ୍ଲକ ମଥାନୀରେ ଜଳକା ନଦୀର ବିପଦ ସଙ୍କେତ ୫.୫୦ ମିଟର ରହିଥିବା…

ବିପଦ ସଂକେତ ଉପରେ ଜଳକା ନଦୀ

ଭୁବନେଶ୍ବର: ଲଘୁଚାପର ଲଗାଣ ବର୍ଷା ପରେ ଦୁଇ ଦିନ ଧରି ଫୁଲୁଛି ଜଳକା ନଦୀ । ବସ୍ତା ବ୍ଲକ ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ବ୍ଲସ୍ତା ବ୍ଲକର ମଥାନୀ ଠାରେ ଜଳକାର ବିପଦ ସଂକେତ ହେଉଛି ୫ ଦଶମିକ ପାଞ୍ଚ ଶୂନ ମିଟର। ହେଲେ ବର୍ତମାନ ୬.୪୯ ମିଟରରେ ପ୍ର୍ରବାହିତ ହେଉଛି…

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ଜଳେଶ୍ୱର : ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟର ପ୍ରମୁଖ ନଦୀମାନଙ୍କରେ ଜଳସ୍ତର ବଢିବାରେ ଲାଗିଛି। ଏଥିଯୋଗୁ ବାଲେଶ୍ୱର ଜିଲ୍ଲାର ବସ୍ତା ବ୍ଳକ୍ ଦେଇ ପ୍ରବାହିତ ହେଉଥିବା ଜଳକା ନଦୀର ଜଳସ୍ତର ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀର ଉପର ମୁଣ୍ଡରେ ଥିବା ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା ଓ…

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର

ବାଲେଶ୍ୱର : ଲଗାଣ ବର୍ଷା ଫଳରେ ସୋମବାର ଉତ୍ତର ଓଡ଼ିଶାର ବାଲେଶ୍ୱର ମଥାନି ନିକଟରେ ପ୍ରବାହିତ ହେଉଥିବା ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ ଟପିଥିବା ଜଣାପଡ଼ିଛି। ଜଳକାର ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ଏବେ ଜଳ ପତ୍ତନ ୬.୪୦ ମିଟରରେ ପହଞ୍ଚିଛି। ନଦୀରେ ବନ୍ୟା ଆସିବା ଦ୍ୱାରା ବସ୍ତା ଆଦି ବ୍ଲକରେ…