Odisha Link
Bridging the Missing Links in Odisha
Browsing Tag

JEE main

ଆଜିଠୁ ୪ର୍ଥ ପର୍ଯ୍ୟାୟ ଜେଇଇ ମେନ୍‌…

ନୂଆଦିଲ୍ଲୀ: ଆଜିଠୁ ଚତୁର୍ଥ ପର୍ଯ୍ୟାୟ ଜେଇଇ ମେନ୍‌ ଆରମ୍ଭ। ଅଗଷ୍ଟ ୨୬, ୨୭, ୩୧ ଓ ସେପ୍ଟେମ୍ବର ୧ ଓ ୨ ତାରିଖରେ ସାରା ଦେଶରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଦେଶର ୩୩୪ଟି ସହରରେ ପରୀକ୍ଷା ପରିଚାଳନା କରୁଛି। କୋଭିଡ ଗାଇଡଲାଇନ୍ ମଧ୍ୟରେ ଦେଶର ପ୍ରାୟ ୭ ଲକ୍ଷ ଛାତ୍ରଛାତ୍ରୀ…

ସ୍ଥଗିତ ହେଲା ଜେଇଇ-ମେନ ମେ ପରୀକ୍ଷା

ନୂଆଦିଲ୍ଲୀ: ସ୍ଥଗିତ ହେଲା ଜେଇଇ-ମେନ ମେ ପରୀକ୍ଷା। ଏପ୍ରିଲ୍ ପରେ, ବର୍ତ୍ତମାନ ଜେଇଇ-ମେନ ମେ ୨୦୨୧ ର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ଏନେଇ ନୋଟିସ ଜାରି କରିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ନିଜ ଟ୍ୱିଟରରେ ଏ ସମ୍ପର୍କରେ ସୂଚନା…

ଆଜିଠୁ ଦ୍ଵିତୀୟ ପର୍ଯ୍ୟାୟ ଜେଇଇ ମେନ…

ଭୁବନେଶ୍ୱର: ଆଜିଠୁ ଦେଶର ୩୩୧ଟି ସହରରେ ଦ୍ଵିତୀୟ ପର୍ଯ୍ୟାୟ ଜେଇଇ ମେନ ପରୀକ୍ଷା। ଏହି ପରୀକ୍ଷା ୮ତାରିଖ ପର୍ଯ୍ୟନ୍ତ ଚାଲିବ। ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଲାଗି ସର୍ବଭାରତୀୟସ୍ତରରେ NTA ଦ୍ୱାରା ପରୀକ୍ଷା ପରିଚାଳିତ ହେଉଛି। କମ୍ପ୍ୟୁଟର୍‌ ବେସ୍‌ଡ ଟେଷ୍ଟ ବା CBT ମାଧ୍ୟମରେ ପରୀକ୍ଷା…

ଜେଇ ଓ ନିଟ୍ ପରୀକ୍ଷାକୁ ସବୁଜ ସଙ୍କେତ, ୬…

ନୂଆଦିଲ୍ଲୀ: ଆଜି ଜେଇ ଓ ନିଟ୍ ପରୀକ୍ଷା ବିଳମ୍ବ ନେଇ ଦାୟର ହୋଇଥିବା ମାମଲାରୁ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ମାମଲାର ଶୁଣାଣି କରି ଜେଇ ଓ ନିଟ୍ ପରୀକ୍ଷାକୁ ସବୁଜ ସଙ୍କେତ ଦେଇଛନ୍ତି ସୁପ୍ରିମକୋର୍ଟ। ଠିକ୍‌ ସମୟରେ ଜେଇ ଓ ନିଟ୍ ପରୀକ୍ଷା କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗତମାସରେ…

ଜୁଲାଇରେ ହେବ ଜେଇଇ ମେନ୍‌ ଓ ନିଟ୍‌…

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ କୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। ହେଲେ ଏହାରି ମଧ୍ୟରେ ସ୍ଥଗିତ ଥିବା ପରୀକ୍ଷାକୁ ନେଇ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର। ଜୁଲାଇ ୧୮ରୁ ୨୩ ଭିତରେ ହେବ ଜେଇଇ ମେନ୍ ପରୀକ୍ଷା । ସେହିପରି ଅଗଷ୍ଟରେ ହେବ ଜେଇଇ ଆଡ଼ଭାନ୍ସ ପରୀକ୍ଷା। ଜୁଲାଇ ୨୬ରେ…

କରୋନା: ଜେଇ ମେନ୍ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କରୋନା ଭାଇରସ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ସତର୍କତା ପାଇଁ ଜେଇ ମେନ୍ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏପ୍ରିଲ ୫, ୭, ୯ ଓ ୧୧ରେ ଜେଇ ମେନ୍‌…