Odisha Link
Bridging the Missing Links in Odisha
Browsing Tag

Jharsuguda Airport

ଝାରସୁଗୁଡାରୁ ଚେନ୍ନlଇକୁ ଉଡ଼ିବ ବିମାନ

ଝାରସୁଗୁଡ଼ା: ଝାରସୁଗୁଡାରୁ ଚେନ୍ନlଇକୁ ଉଡ଼ିବ ବିମାନ। ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆସନ୍ତା ୨୮ ତାରିଖରୁ ଝାରସୁଗୁଡ଼ାରୁ ଚେନ୍ନlଇକୁ ବିମାନ ସେବା ଆରମ୍ଭ ହେବ। ସପ୍ତାହକୁ ସାତ ଦିନ ସ୍ପାଇସ ଜେଟ୍ ବିମାନ ସେବା ଯୋଗାଇବ ବୋଲି ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର ସେନାପତି ସୂଚନା…

ଝାରସୁଗୁଡା ବିମାନବନ୍ଦରରେ ବୀର…

ଝାରସୁଗୁଡା: ଝାରସୁଗୁଡ଼ା ବିମାନବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଝାରସୁଗୁଡ଼ା ବିମାନବନ୍ଦର ଆଗକୁ ସଫଳତମ ବିମାନବନ୍ଦର ହେବା ସହ ଅଧିକରୁ ଅଧିକ ସ୍ଥାନକୁ ବିମାନସେବା…

ଝାରସୁଗୁଡ଼ାରୁ ମୁମ୍ବାଇକୁ ମାର୍ଚ୍ଚ ୨୮ରୁ…

ଝାରସୁଗୁଡ଼ା: ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। କାରଣ ମାର୍ଚ୍ଚ ମାସ ୨୮ ତାରିଖରୁ ଆରମ୍ଭ ହେବ ଝାରସୁଗୁଡ଼ା ବିମାନବନ୍ଦରରୁ ମୁମ୍ବାଇକୁ ବିମାନ ସେବା। SpiceJet Boing ୭୩୭ ବିମାନ ମାଧ୍ୟମରେ ଏହି ସେବା ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର…

ଝାରସୁଗୁଡ଼ାରୁ ବାରଣାସୀକୁ ଉଡ଼ିବ ବିମାନ

ଝାରସୁଗୁଡ଼ା: ଜାନୁଆରୀ ୩୧ରୁ ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିବ ବିମାନ । ଆଲାଏନ୍ସ ଏୟାର୍ ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି ବିମାନ ସେବା ଭାୟା ଭୁବନେଶ୍ୱର ଦେଇଯିବ। ଭୁବନେଶ୍ୱରରୁ ମଧ୍ୟ ଯାତ୍ରୀମାନେ ବାରାଣସୀକୁ ସିଧାସଳଖ ବିମାନ ସେବା ପାଇପାରିବେ। ପୂର୍ବରୁ ଯାତ୍ରୀଙ୍କୁ ଭୁବନେଶ୍ୱରରୁ ଭାୟା ଦିଲ୍ଲୀ…

ଝାରସୁଗୁଡ଼ା ବିମାନ ବନ୍ଦରରେ ଆଜିଠାରୁ…

ଝାରସୁଗୁଡା : ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆଜିଠାରୁ ଡିଭିଓଆର ମେସିନ କାର୍ଯ୍ୟକ୍ଷମ କରାଯିବ। ଏହା ଦ୍ବାରା ମେଘୁଆ ପାଗରେ ମଧ୍ୟ ବିମାନ ଅବତରଣ କରିବାରେ ଅସୁବିଧା ହେବନାହିଁ। ଏନେଇ ବିମାନ ବନ୍ଦର ନିର୍ଦ୍ଦେଶ ଏସ୍.କେ ଚୌହାନ ସୂଚନା ଦେଇଛନ୍ତି। ଗତ କିଛି ଦିନ ଧରି ମେଘୁଆ ପାଗ…