ଝୁଲନ୍ତା ଅବସ୍ଥାରେ ମିଳିଲା ଛାତ୍ରୀଙ୍କ…
ଓଏଲ୍ ବ୍ୟୁରୋ : ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରୀନିବାସରେ ଘଟିଥିବା ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ପାରଳାଖେମୁଣ୍ଡି ସହରର ବେତାଗୁଡା ଜବାହର ନବୋଦୟ ବିଦ୍ୟାଳୟରେ ପଢୁଥିଲେ ଛାତ୍ରୀ ଜଣକ। ତେବେ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କୁ…