Odisha Link
Bridging the Missing Links in Odisha
Browsing Tag

Journalism

ସ୍ବର୍ଣ୍ଣ ପଦକ ପାଇଲେ ଯଜ୍ଞଜ୍ୟୋତି

ଭୁବନେଶ୍ୱର: ଉତ୍କଳ ବିଶ୍ୱ ବିଦ୍ୟାଳୟ ଅଧୀନରେ ଥିବା ଅମିତ କଲେଜର ସାମ୍ବାଦିକତା ବିଭାଗର ଛାତ୍ର ଯଜ୍ଞଜ୍ୟୋତି ବେହେରା ୨0୧୮-୨0୨0 ଶେଷ ବର୍ଷର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ବିଶ୍ୱବିଦ୍ୟାଳୟ ସ୍ତରରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ତାଙ୍କର ଏହି ସଫଳତା ପାଇଁ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ…

ରେଭେନ୍ସା ବିଶ୍ୱବିଦ୍ୟାଳୟର ସାମ୍ବାଦିକତା…

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂରାତନ ଓ ନୂତନ ଛାତ୍ରଛାତ୍ରୀଙ୍କ ମିଳିତ ଉଦ୍ୟମରେ ରବିବାର “ସାଂପ୍ରତିକ ସମୟରେ ଗଣମାଧ୍ୟମ ପାଇଁ ଆହ୍ୱାନ” ଶୀର୍ଷକ ୱେବିନାର ଆୟୋଜିତ ହୋଇଯାଇଛି । ଏଥିରେ ପ୍ରମୁଖ ବକ୍ତା ଭାବେ ୱେବ୍ ଚ୍ୟାନେଲ୍ ଅର୍ଗସର ମୁଖ୍ୟ ସଞ୍ଜୟ ଜେନା ସାମିଲ୍…

କରୋନା ସମୟରେ ଗଣମାଧ୍ୟମ ପରିଚାଳନା

ଅନ୍ୟ ବ୍ୟାବସାୟିକ କ୍ଷେତ୍ର ଭଳି କରୋନା ମହାମାରୀ ଦ୍ବାରା ଗଣମାଧ୍ୟମ ଶିଳ୍ପ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଛି। ଓଡ଼ିଶାରେ ପୋର୍ଟାଲଗୁଡ଼ିକ ସମ୍ପୂର୍ଣ୍ଣ ଧରାଶୟୀ ହୋଇପଡ଼ିଥିବା ବେଳେ ଖବରକାଗଜଗୁଡ଼ିକ ଆର୍ଥିକ ଓ ବ୍ୟାବସାୟିକ ସଂକଟ ଦେଇ ଗତି କରୁଛନ୍ତି। ଟିଭି ଚ୍ୟାନେଲରେ ମଧ୍ୟ ବିଜ୍ଞାପନ ଆଧାର କମିଯାଇଛି।…

ମିଥ୍ୟା ଖବର ଆତଙ୍କ ଭାବେ ଉଭା ହୋଇଛି:…

ନୂଆଦିଲ୍ଲୀ: ସାମ୍ବାଦିକତା ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଆଉ ଏପରି ସଙ୍କଟ ସମୟରେ ମିଥ୍ୟା ଖବର ଆତଙ୍କ ଭାବେ ଉଭା ହୋଇଛି ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର କହିଛନ୍ତି। ରାମନାଥ ଗୋଏଁକା ଉତ୍କୃଷ୍ଟ ସାମ୍ବାଦିକତା ପୁରସ୍କାର ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ଏଭଳି କହିଛନ୍ତି। ଏଥିସହ ସେ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ‘ଜାତୀୟ ପ୍ରେସ୍…

ଭୁବନେଶ୍ବର: ଆଜିର ସମୟରେ ଗଣମାଧ୍ୟମର ଭୂମିକା ବେଶ୍‌ ଗୁରୁତ୍ବପୂର୍ଣ୍ଣ। ଗଣମାଧ୍ୟମ ହେଉଛି ଦେଶର ଚତୁର୍ଥ ସ୍ତମ୍ଭ। ସମାଜରେ ପରିବର୍ତ୍ତନ ଆଣିବାରେ ବେଶ ଗୁରୁତ୍ବପୂର୍ଣ୍ଣ ଭୂମିକା ବହନ କରୁୁଥିବା ଗଣମାଧ୍ୟମ ପାଇଁ ଦିନଟିଏ। କାରଣ ଆଜି ହେଉଛି ଜାତୀୟ ପ୍ରେସ୍‌ ଦିବସ। ସାରା ଦେଶ ତଥା ସମଗ୍ର ରାଜ୍ୟରେ ଆଜି…