Odisha Link
Bridging the Missing Links in Odisha
Browsing Tag

JP Nadda

ହାଇଭୋଲଟେଜ ପ୍ରଚାର: ମଧ୍ୟାହ୍ନରେ ରାହୁଲ,…

ଓଏଲ୍‌ ବ୍ୟୁରୋ: ଆଜି ରବିବାରରେ ଦୁଇ ଦୁଇଟି ହାଇଭୋଲଟେଜ ପ୍ରଚାର ଦେଖିବ ଓଡ଼ିଶା। ପୂର୍ବାହ୍ନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଅପରାହ୍ନରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓଡ଼ିଶାକୁ ପ୍ରଚାର ପାଇଁ ଆସୁଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ଦୁଇ ହେଭିୱେଟ୍‌ଙ୍କ ଗସ୍ତକୁ ନେଇ ଉଭୟ…

୨୦୨୪ ନିର୍ବାଚନ: ନଡ୍ଡାଙ୍କ ନୂଆ ଟିମ୍‌;…

ଓଏଲ୍‌ ବ୍ୟୁରୋ: ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ନଜରରେ ରଖି ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ ଜନତା ପାର୍ଟି। ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ୩୮ ଜଣିଆ କେନ୍ଦ୍ରୀୟ ପଦାଧିକାରୀଙ୍କ ନାଁ ଘୋଷଣା କରିଛନ୍ତି । ଯେଉଁ ତାଲିକାରେ କିଛି ନୂଆ ଚେହେରାଙ୍କୁ ସ୍ଥାନ ମିଳିଛି। ଯେଉଁ ରାଜ୍ୟରେ…

ଓଡ଼ିଶାକୁ ନେତା ନା ଅଫିସର ଚଳାଉଛନ୍ତି,…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପରେ ସାରା ଦେଶରେ ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ମହା ଜନସମ୍ପର୍କ ଅଭିଯାନ। ଆଜି ଭବାନୀପାଟଣା ଗସ୍ତରେ ବିଜେପିର ରାଷ୍ଟ୍ରୀୟ ଅଧକ୍ଷ ଜେପି ନଡ୍ଡା…

‘ରାଜ୍ୟରେ ୨୩ ବର୍ଷ ହେଲା ନବୀନ…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପରେ ସାରା ଦେଶରେ ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ମହା ଜନସମ୍ପର୍କ ଅଭିଯାନ। ଭବାନୀପାଟଣାରେ ବିଜେପି ସଭାପତି ଜେପି ନଡ୍ଡା ଉଦବୋଧନ ଦେଇ କହିଛନ୍ତି।…

ଆଗକୁ ଲୋକସଭା ନିର୍ବାଚନ: ଦୁଇ ଦିନିଆ…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପରେ ସାରା ଦେଶରେ ଭାରତୀୟ ଜନତା ପାର୍ଟି ଆରମ୍ଭ କରିଛି ମହା ଜନସମ୍ପର୍କ ଅଭିଯାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଗଠନର ୯ବର୍ଷ ପୂର୍ତ୍ତି…

ବିରୋଧୀଙ୍କ ବୈଠକ ପୂର୍ବରୁ ଆକ୍ସନମୁଡରେ…

ଓଏଲ୍‌ ବ୍ୟୁରୋ: ୨୦୨୪ରେ ଦେଶରେ ଅନୁଷ୍ଠିତ ହେବ ଲୋକସଭା ନିର୍ବାଚନ। ଏହାକୁ ନଜରରେ ରଖି ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ରଣନୀତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ ବର୍ଷ ଶେଷ ମଧ୍ୟରେ ୫ଟି ରାଜ୍ୟରେ ହେବ ବିଧାନସଭା ନିର୍ବାଚନ। ଯେଉଁଥିପାଇଁ ଏବେଠୁ ସାରେ ଦେଶରେ ଦେଖିବାକୁ ମିଳିଲାଣି…

ସମ୍ବଲପୁର ହିଂସା ସମ୍ପର୍କିତ ରିପୋର୍ଟ…

ଓଏଲ୍‌ ବ୍ୟୁରୋ: ହନୁମାନ ଜୟନ୍ତୀରେ ସମ୍ବଲପୁରରେ ହୋଇଥିବା ହିଂସାକାଣ୍ଡ ସମ୍ପର୍କିତ ରିପୋର୍ଟ ଦାଖଲ କଲା ବିଜେପି କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ବିଜେପିର ୩ ଜଣିଆ ଟିମ୍‌ ଆଜି ନୂଆଦିଲ୍ଲୀରେ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ସାକ୍ଷାତ କରି ରିପୋର୍ଟ ପ୍ରଦାନ କରିଛନ୍ତି। ରାଜ୍ୟସଭା ସାଂସଦ ତଥା…

ସରକାର କିଏ ଚଳାଉଛି,ରତ୍ନଭଣ୍ଡାର ଚାବି…

ଓଏଲ୍‌ ବ୍ୟୁରୋ: କନ୍ଧମାଳ ତୁମୁଡ଼ିବନ୍ଧରେ ଏକ ଜନସଭାକୁ ସମ୍ବୋଧନ କରି ରାଜ୍ୟ ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଜୟ ଜଗନ୍ନାଥରୁ ସେ ନିଜର ଅଭିଭାଷଣ ରଖିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସିଧି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

ଆଜି ଆସୁଛନ୍ତି ଜେପି ନଡ୍ଡା, ବିଜେପି…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଦଳର ନେତା ଓ କର୍ମୀଙ୍କୁ ମନ୍ତ୍ର ଦେବେ ଶ୍ରୀ ନଡ୍ଡା। ୨୦୧୯ ତୁଳନାରେ ୨୪ ନିର୍ବାଚନରେ ଓଡ଼ିଶାରେ ଭୋଟ୍ ହାର ୫୦ ପ୍ରତିଶତକୁ ବୃଦ୍ଧି ସହ ଅଧିକ ଲୋକସଭା ଓ ବିଧାନସଭା ସିଟ୍ ଜିତିବା ଲକ୍ଷ୍ୟରେ ରହିଛି ବିଜେପି। ଏହାକୁ…

ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ କରୋନା। ଜେପି ନଡ୍ଡାଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା। ଆଜି ତାଙ୍କର ରିପୋର୍ଟ ପଜେଟିଭ୍‌ ଆସିଥିବା ସୂଚନା ମିଳିଛି। କରୋନା ପଜିଟିଭ୍‌ ହୋଇଥିବା ନେଇ ଜେପି ନଡ୍ଡା ନିଜେ ଟ୍ବିଟ୍‌ କରି…