ସରକାର କିଏ ଚଳାଉଛି,ରତ୍ନଭଣ୍ଡାର ଚାବି…
ଓଏଲ୍ ବ୍ୟୁରୋ: କନ୍ଧମାଳ ତୁମୁଡ଼ିବନ୍ଧରେ ଏକ ଜନସଭାକୁ ସମ୍ବୋଧନ କରି ରାଜ୍ୟ ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଜୟ ଜଗନ୍ନାଥରୁ ସେ ନିଜର ଅଭିଭାଷଣ ରଖିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସିଧି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି।…