Odisha Link
Bridging the Missing Links in Odisha
Browsing Tag

khorda

ଭାରସାମ୍ୟ ହରାଇ ଓଲଟିଲା ବସ୍‌,୨ ମୃତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ପୁବୁସାହି ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବସ୍‌ ତଳେ ଚାପି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଭୁବନେଶ୍ୱରରୁ ଖଣ୍ଡପଡ଼ା ଅଭିମୁଖେ ଯାଉଥିବା ‘ନାରାୟଣୀ’ ନାମକ ଏହି ଯାତ୍ରୀବାହୀ ବସ୍‌ ଗତକାଲି…

ସଡ଼କ ଦୁର୍ଘଟଣାରେ ୨ ମୃତ

ବାଲୁଗାଁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବେଲପଡ଼ା ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବେଲପଡ଼ା ଛକରେ ରାସ୍ତା ଉପରେ ଏକ ଟ୍ରକ ଠିଆ ହୋଇଥିଲା। ଏହି ସମୟରେ ଆଉ ଏକ ଟ୍ରକ ପଛ ପଟୁ ଉକ୍ତ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଠିଆ…