Odisha Link
Bridging the Missing Links in Odisha
Browsing Tag

kiit

କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ…

ଓଏଲ୍‌ ବ୍ୟୁରୋ: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍‍କୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ । କିଟ୍‍ ଓ…

ଇନୋଭେସନ୍‍ ରାଙ୍କିଙ୍ଗ ୨୦୨୧: କ୍ରମାଗତ…

ଭୁବନେଶ୍ୱର: ଗବେଷଣା ଓ ସର୍ଜନା କ୍ଷେତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ମିଳିଛି ଭାରତ ସରକାରଙ୍କ ସ୍ୱୀକୃତି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଅଟଳ ରାଙ୍କିଙ୍ଗ ଅଫ୍‍ ଇନ୍‍ଷ୍ଟିଚ୍ୟୁସନ୍‍ ଅନ୍‍ ଇନୋଭେସନ୍‍ ଆଚିଭମେଣ୍ଟ (ଏଆରଆଇଆଇଏ)ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ…

NIRF Ranking: ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ…

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନ୍ଆଇଆରଏଫ) ଗୁରୁବାର ପ୍ରକାଶ ପାଇଛି। ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ବିଶ୍ୱବିଦ୍ୟାଳୟ ତାଲିକାର ଶ୍ରେଷ୍ଠ ୨୧ତମ

କିଟ୍‍ ବିଶ୍ୱବିଦ୍ୟାଳୟର ୧୭ତମ…

ଭୁବନେଶ୍ୱର: ଗୁଣାତ୍ମକ ଶିକ୍ଷା ଓ ଗବେଷଣାର ଧାରା ବଜାୟ ରଖି ଭାରତକୁ ବିଶ୍ୱସ୍ତରରେ ଜ୍ଞାନ ଅର୍ଥନୀତିରେ ଶୀର୍ଷ ପହଞ୍ଚାଇବା ଦିଗରେ କାର୍ଯ୍ୟ କରି ଆସିଥିବା କିଟ୍‍ ବିଶ୍ୱବିଦ୍ୟାଳୟର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା କୌଶଳ ବିକାଶ ଓ ଔଦ୍ୟୋଗିକୀ ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର…

ଆନ୍ତର୍ଜାତିକ ପୁରସ୍କାର ପାଇଲା ଆର୍ଟ…

ଭୁବନେଶ୍ୱର: ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନେତୃତ୍ୱରେ ୨୦୧୩ ମସିହାରୁ ଚାଲୁ ରହିଥିବା କିଟ୍‍ ଓ କିସ୍‍ ପ୍ରାୟୋଜିତ ‘ଆର୍ଟ ଅଫ୍‍ ଗିଭିଂ’ କାର୍ଯ୍ୟକ୍ରମକୁ ମିଳିଛି ଆନ୍ତର୍ଜାତିକ ସ୍ୱୀକୃତି। ଆମେରିକାର ଟେଲରିଜ୍‍ ନେଟ୍‍ୱାର୍କ ଓ ମାକ୍‍ଜନତ୍‍…

କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ…

ଭୁବନେଶ୍ୱର: କ୍ୟୁଏସ୍‍ ୱାର୍ଲ୍ଡ ରାଙ୍କିଙ୍ଗରେ କିଟ୍‌କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ରାଙ୍କିଙ୍ଗ ପ୍ରଦାନ କରାଯିବା ପରେ କିଟ୍‍ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍‍’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ୍‍ ମାନଦଣ୍ଡର ସମସ୍ତ ବର୍ଗରେ…

ରିଡିଉସିଂ ଇନ୍ଇକ୍ୱାଲିଟିଜ୍‍ ମାନଦଣ୍ଡରେ…

ଭୁବନେଶ୍ବର: ଟାଇମସ୍‍ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ-୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି। ବୁଧବାର ଟାଇମସ୍‍ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ ୨୦୨୧ ପ୍ରକାଶ ପାଇଛି। ପ୍ରତିବର୍ଷ ଟାଇମସ୍‍ ହାଇଅର ଏଜୁକେସନ୍‍ ପକ୍ଷରୁ ବିଶ୍ୱର…

ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା…

ଭୁବନେଶ୍ୱର: ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ ବୋଲି ଭାରତର ଉପରାଷ୍ଟ୍ରପତି ଏମ୍‍ ଭେଙ୍କେୟା ନାଇଡୁ କହିଛନ୍ତି। ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର - ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ଓଡ଼ିଶା ରାଜଭବନଠାରେ ଉନ୍ମୋଚନ କରି ଏହା…

ଉଦଘାଟିତ ହେଲା କିଟର ୬୯ତମ ବରିଷ୍ଠ ଜାତୀୟ…

ଭୁବନେଶ୍ୱର: କିଟ୍‍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ୍‍ଠାରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ ଚାମ୍ପିଅନସିପ ୨୦୨୦-୨୧ ଆଜି ଉଦ୍‍ଘାଟିତ ହୋଇଯାଇଛି। ଭାରତୀୟ ଭଲିବଲ୍‍ ସଂଘ ତତ୍ତ୍ୱାବଧାନରେ ୧୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଚାମ୍ପିଅନସିପର ଉଦଘାଟନୀ ଉତ୍ସବରେ ଓଡ଼ିଶା କ୍ରୀଡ଼ା ଓ ଯୁବ ବ୍ୟାପାର…

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇଣ୍ଡିଆନ୍‍…

ଭୁବନେଶ୍ବର:  ଦେଶରେ ଆଇନ୍‍ ଶିକ୍ଷା ଓ ଆଇନ୍‍ ବୃତ୍ତିର ପ୍ରୋତ୍ସାହନ ଓ ନିୟନ୍ତ୍ରଣ ନିମନ୍ତେ ଅଧିବକ୍ତା ଆଇନ ୧୯୬୧ ଅନୁସାରେ ସଂସଦ ଦ୍ୱାରା ସୃଷ୍ଟି ହୋଇଥିବା ଏକ ବୈଧାନିକ ସଂସ୍ଥା। ଉଭୟ ଆଇନ୍‍ ଶିକ୍ଷା ଓ ବୃତ୍ତିର ପ୍ରୋତ୍ସାହନ, ଆଇନ କ୍ଷେତ୍ରରେ ସଂସ୍କାର ଏବଂ ଗବେଷଣା ଓ ସାମାଜିକ ତାଲିମର ବିକାଶ ପାଇଁ…