ସଠିକ୍ ସମୟରେ ଟୀକାକରଣ ଏବଂ ପାପ୍…
ଓଏଲ୍ ବ୍ୟୁରୋ : ଭାରତୀୟ ମହିଳାଙ୍କ କ୍ଷେତ୍ରରେ ଦେଖା ଯାଉଥିବା କର୍କଟ ରୋଗ ମଧ୍ୟରୁ ଗର୍ଭାଶୟ କର୍କଟ ଦ୍ୱିତୀୟ ସର୍ବାଧିକ। ସମୟ ପୂର୍ବରୁ ଏହାକୁ ଚିହ୍ନଟ କରାଯାଇପାରିଲେ ଏହାର ନିରାକରଣ ସମ୍ଭବ ବୋଲି କିମ୍ସ-ଭୁବନେଶ୍ୱରର ସ୍ତ୍ରୀ ରୋଗ ଏବଂ ପ୍ରସୂତି ବିଭାଗ ପ୍ରଫେସର (ଡା.) ସୁଧାଂଶୁ କୁମାର ରଥ…