Odisha Link
Bridging the Missing Links in Odisha
Browsing Tag

Koraput Minor Girl Rape Case

ରାଜ୍ୟ ସରକାରଙ୍କ ମହିଳା ସୁରକ୍ଷା ନାରା…

ଭୁବନେଶ୍ବର: ଜୁଲାଇ୨୦ ତାରିଖରେ କିଛି ଦୃର୍ବୁତ୍ତ କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ ଚିତ୍ରା ପଂଚାୟତ ବାଗଚୁଆଁ ଗାଁର ଜଣେ ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ କରି ହତ୍ୟା କରିଥିଲେ । ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ମହିଳାମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ସ୍ମୃତି ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ…

ମହିଳା ସୁରକ୍ଷା ଦିଗରେ ଆଉ କେତେ ଦିନ…

ଭୁବନେଶ୍ବର: ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ହୋଇପଡିଛନ୍ତି। ପ୍ରତିଦିନ ମହିଳା ଓ ନାବାଳିକାମାନଙ୍କ ସହ ଦୁଷ୍କର୍ମ ବଢିବାରେ ଲାଗିଛି । ବିଶେଷ କରି ଗତ କିଛି ମାସ ହେବ ଆଦିବାସୀ ନାବାଳିକା ମାନଙ୍କ ସହ ଦୁଷ୍କର୍ମ ଓ ହତ୍ୟା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଇଛି। ୨୦ ଜୁଲାଇରେ କିଛି ଦୃବୁତ କୋରାପୁଟ…