Odisha Link
Bridging the Missing Links in Odisha
Browsing Tag

lalit Nayak

ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା…

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ୱର୍ଗତଃ ନାୟକ ଜଣେ ସମାଜସେବୀ ଭାବେ ବେଶ ଜଣାଶୁଣା ଥିଲେ। ସେ…

ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ

ବଲାଙ୍ଗିର: ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କର ଆଜି ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।୬ ମାସ ହେଲା ଲଳିତ ନାୟକ ଭୁବନେଶ୍ୱରରେ ରହି ଚିକିତ୍ସିତ ହେଉଥିଲେ। ପ୍ରଥମେ କ୍ୟାନସରରେ ଓ ପରେ କରୋନାରେ ସେ ଆକ୍ରାନ୍ତ ହୋଇଥିଲେ।…