Odisha Link
Bridging the Missing Links in Odisha
Browsing Tag

Lalu Prasad Yadav

ଲାଲୁଙ୍କ ରେଜେଇ-ତକିଆ ଚୋରି ,ପୁଲିସ…

ରାଞ୍ଚି : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଆରଜେଡି ପ୍ରମୁଖ ଲାଲୁ ଯାଦବଙ୍କ ରେଜେଇ, ଗଦି ଏବଂ ତକିଆ କେହି ଚୋରି କରି ନେଇଛି। ତାଙ୍କୁ ଝାଡଖଣ୍ଡ ରାଜଧାନୀ ରାଞ୍ଚି ସ୍ଥିତ ରିମ୍ସ ପକ୍ଷରୁ ରେଜେଇ, ଗଦି ଏବଂ ତକିଆ ଦିଆଯାଇଥିଲା। ପ୍ରକାଶ ଯେ, ଗୋଖାଦ୍ୟ ଦୁର୍ନୀତି ମାମଲାରେ ଦଣ୍ଡ ଭୋଗୁଥିବା ଲାଲୁ ଯାଦବ…

ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ,…

ରାଞ୍ଚି: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ବର୍ତ୍ତମାନ ଲାଲୁ ରାଞ୍ଚିର ରିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିବାରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯିବାକୁ…

ଲାଲୁଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ରାଞ୍ଚି: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ବିଗିଡ଼ି ଯାଇଛି। ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି। ଗତକାଲି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା…

ବିହାରରେ ପୋଷ୍ଟର ରାଜନୀତି, ଲାଲୁ…

ପାଟନା : ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ବର୍ତ୍ତମାନ ନିର୍ବାଚନ ପାଇଁ ଅନେକ ସମୟ ଅଛି। ହେଲେ ଏବେଠାରୁ ବ୍ୟାନର ଓ ପୋଷ୍ଟରକୁ ନେଇ ଶାସକ-ବିରୋଧୀ ପରସ୍ପରକୁ ସମାଲୋଚନା କରିବାକୁ ପଛାଉ ନାହାନ୍ତି। ଇତି ମଧ୍ୟରେ ରାଷ୍ଟ୍ରୀୟ ଜନତାଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ…