Odisha Link
Bridging the Missing Links in Odisha
Browsing Tag

Lingraj Temple

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଯେଉଁଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ। ରାଜ୍ୟରେ ଥିବା ଶିବ ମନ୍ଦିର ଗୁଡ଼ିକରେ ସକାଳୁ ସକାଳୁ କାଉଡ଼ିଆଙ୍କ ଭିଡ଼ ଜମିମାର ଦେଖିବାକୁ ମିଳିଛି। ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପ୍ରବଳ ଭିଡ଼…

ରାତି ୧୦ରେ ଉଠିବ ମହାଦୀପ

ଓଏଲ୍‌ ବ୍ୟୁରୋ: ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୧ ତାରିଖରେ ପାଳନ ହେବ ମହାଶିବରାତ୍ରୀ। ଭୋଳାବାବାଙ୍କ ମହାପର୍ବକୁ ସୁରୁଖୁରୁରେ କରିବା ପାଇଁ ରାଜ୍ୟର ବିଭିନ୍ନ ଶୈବପୀଠରେ ଆରମ୍ଭ ହୋଇଛି ବୈଠକ। ଏସବୁ ମଧ୍ୟରେ ରାଜଧାନୀ ଭୁବନେଶ୍ବର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ…

ଅଗଷ୍ଟ ୨୩ରୁ ଖୋଲିବ ରାଜଧାନୀର ସମସ୍ତ…

ଭୁବନେଶ୍ବର: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୨୩ ତାରିଖରୁ ଖୋଲିବ ଭୁବନେଶ୍ବରର ସମସ୍ତ ଧର୍ମାନୁଷ୍ଠାନ। ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ସଞ୍ଜୟ ସିଂହ। ଆଜି ବିଏମସି ପକ୍ଷରୁ ସମସ୍ତ ଧର୍ମାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯାଇଥିଲା।…

ଶ୍ରୀଲିଙ୍ଗରାଜ ମନ୍ଦିରରୁ ଖସୁଛି ପଥର…

ଭୁବନେଶ୍ବର: ରାଜ୍ୟର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜ ମନ୍ଦିରୁ ଖସୁଛି ପଥର ଖଣ୍ଡ। ଏପରିକି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ବିଶ୍ୱ ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରତି ଘୋର ଅବହେଳା କରୁଥିବା ଅଭିଯୋଗ ହୋଇଛି। ଦୀର୍ଘ ଦିନ ହେବ ମନ୍ଦିରରେ ସାମାନ୍ୟତମ ରକ୍ଷଣାବେକ୍ଷଣ କରୁନଥିବା ଅଭିଯୋଗ ହୋଇଛି।…

ଧାର୍ମିକ ଅନୁଷ୍ଠାନକୁ ଭକ୍ତଙ୍କ ପ୍ରବେଶ…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରେ କାୟା ମେଲାଉଛି କରୋନା। ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହାକୁ ନେଇ ବଡ଼ ନିଷ୍ପତ୍ତି ନେଇଛି ବିଏମସି। ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଭିଡିଓ ବାର୍ତ୍ତା ଜାରି କହିଛନ୍ତ ଯେ, ଭୁବନେଶ୍ବରରେ ପୁଣି ବନ୍ଦ ହେବ ସମସ୍ତ ଧାର୍ମିକ…

ଏକାମ୍ର କ୍ଷେତ୍ର ପ୍ରକଳ୍ପ କାମ ବୁଲି…

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ…

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ବରୁ…

କଟକ: ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ଭର୍ତ୍ସନା କରିଛନ୍ତି।ସରକାର ଆଇନର ଅନୁସରଣ ନକରି ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି ଦେଇଥିଲେ। ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ‘ଏକାମ୍ର କ୍ଷେତ୍ର ଆମେନିଟିଜ୍‌ ଆଣ୍ଡ ମନୁମେଣ୍ଟସ୍‌ ରିଭାଇଭାଲ୍‌ ଆକ୍ସନ୍‌ ପ୍ଲାନ୍‌’ରେ ରୋକ ଲଗାଇଛନ୍ତି ହାଇକୋର୍ଟ।…

ଏଥର ହେବନି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍‌ ପାଇଁ ବନ୍ଦ ହେଲା ଭୁବନେଶ୍ବରର ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା। କରୋନା ଭାଇରସ୍‌ର ପ୍ରକୋପ ଏବଂ ଲକ୍‌ଡାଉନ୍‌ କାରଣରୁ ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଥର ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥ ଗଡ଼ିବନି ବୋଲି…

ବିକ୍ଷୋଭ କିଏ କରୁଛି?, ମୁଁ ଜାଣିନି:…

ଭୁବନେଶ୍ବର: ପୁରୁଣା ଭୁବନେଶ୍ବର ଅଞ୍ଚଳରେ ତେଜିଛି ଜନ ଅସନ୍ତୋଷ। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ବ ଉଚ୍ଛେଦକୁ ନେଇ ବିକ୍ଷୋଭ ପ୍ରସଙ୍ଗରେ ମୁହଁ ଖୋଲିଲେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ସେ କହିଛନ୍ତି ଯେ, କେଉଁମାନେ ସେଠାରେ ବିକ୍ଷୋଭ କରୁଚନ୍ତି ମୁଁ ଜାଣିନାହିଁ। ଏଥିସହିତ ସେ କହିଛନ୍ତି ଯେ,…