Odisha Link
Bridging the Missing Links in Odisha
Browsing Tag

Loksabha Election

ଦିନକ ପରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ଦେଶରେ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ସେହିପରି ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ନିର୍ବାଚନ ତାରିଖ ପାଖେଇ ଆସିଥିବା ବେଳେ ଆଜି ସରିବ ନେତାଙ୍କ ହାଇଭୋଲଟେଜ ପ୍ରଚାର। ଆସନ୍ତା ୧୩ ତାରିଖ ଦିନ ସୋମବାରରେ ପଡ଼ିବ ଭୋଟ। ଦେଶରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ…

ସମ୍ବଲପୁରରେ ନାମାଙ୍କନ ଭରିବେ…

ଓଏଲ୍‌ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ। ମା ସମଲେଇଙ୍କ ଦର୍ଶନ କରିବା ପରେ ନାମାଙ୍କନ ଭରିବାକୁ ଯିବେ କେନ୍ଦ୍ରମନ୍ତ୍ରୀ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଧର୍ମେନ୍ଦ୍ର ପ୍ରଧାନଙ୍କ ନାମାଙ୍କନ ସମୟରେ…

ଓଡ଼ିଶା: ବଳକା ୩ ଲୋକସଭା ଆସନ ପାଇଁ…

ଓଏଲ୍‌ ବ୍ୟୁରୋ: ୮ମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଆଜି ୨୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଓଡ଼ିଶାର ବଳକା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଆଜି ବିଜେପି ଓଡ଼ିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ।…

ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ଘୋଷଣା ହେବ…

ଓଏଲ୍‌ ବ୍ୟୁରୋ: ଦେଶରେ ଗୋଟିଏ ଚର୍ଚ୍ଚା ନିର୍ବାଚନ..ନିର୍ବାଚନ..ନିର୍ବାଚନ। କେବେ ହେବ ନିର୍ବାଚନ। ଏସବୁ ଚର୍ଚ୍ଚା ମଧ୍ୟରେ ସାମ୍ନାକୁ ଆସିଛି ବଡ଼ ଖବର। ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ ଆୟୋଗ। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ମାର୍ଚ୍ଚ…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହେଲା ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି। ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ଆରମ୍ଭ ହେଲା ପ୍ରସ୍ତୁତି। ଏପରିକି ୨୦୨୪ ସାଧାରଣ ନିର୍ବାଚନର ତାରିଖ ଚଳିତ ବର୍ଷ ମାର୍ଚ୍ଚ ପ୍ରଥମ ସପ୍ତାହରେ ଘୋଷଣା ହେବାର ସମ୍ଭାବନା ରହିଛି। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ…