ଦିନ ୧୧ଟାରେ ବସିବ ଚଳିତ ସରକାରର ଶେଷ…
ଓଏଲ୍ ବ୍ୟୁରୋ: ଆଜି ଅପରାହ୍ନ ୩ଟାରେ ଘୋଷଣା ହେବ ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ। ନିର୍ବାଚନ କମିଶନର ଓଡ଼ିଶା ବିଧାନସଭା ନିର୍ବାଚନକୁ ନେଇ ବି କରିବେ ବଡ଼ ଘୋଷଣା। ଏହାପୂର୍ବରୁ ଆଜି ଚଳିତ ସରକାରର ବସିବ ଶେଷ କ୍ୟାବିନେଟ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…