Odisha Link
Bridging the Missing Links in Odisha
Browsing Tag

Lokseva Bhawan

୧୫ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଓଏଲ୍‌ ବ୍ୟୁରୋ: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ। ଏଥିରେ ମୋଟ ୧୫ଟି ପ୍ରସ୍ତାବ ପାରିତ ହୋଇଛି। ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ପାଇଁ ଆଲୋଚନା ହୋଇଛି। କେନ୍ଦ୍ରକୁ ଏ ନେଇ…

ସୋମବାର ସକାଳେ ଶପଥ ନେବେ ନୂଆ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ସକାଳେ ଶପଥ ନେବେ ନୂଆ ମନ୍ତ୍ରୀ। ସକାଳ ୯ଟା ୫୦ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀମାନେ ନେବେ ଶପଥ। ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି…

ଆଇଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ବର: ମଙ୍ଗଳବାର ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ କରିଛନ୍ତି ଛୋଟ ଧରଣର ଅଦଳବଦଳ। ଝାରସୁଗୁଡ଼ା ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସେହିପରି ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଥିବା ୨୦୧୧ କ୍ୟାଡର…

୧୮ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ…

ଓଏଲ୍‌ ବ୍ୟୁରୋ: ଗତକାଲି ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ବୈଠକ। ତେବେ କେଉଁ ୧୮ଟି ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ ଜାଣନ୍ତୁ। ଜନଜାତି ସମ୍ପ୍ରଦାୟ ଜୀବିକା ଓ…

ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର…

ଭୁବନେଶ୍ବର: ଗୁରୁବାର ସନ୍ଧ୍ୟାରେ ଅନଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଆଜି ହେବାକୁ ଥିବା ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର। ବିଶେଷକରି ପଞ୍ଚାୟତିରାଜ ବ୍ୟବସ୍ଥାରେ ସଂରକ୍ଷଣ ନେଇ କେତେକ ସଂଶୋଧନ ପ୍ରସ୍ତାବ ରହିବ ବୋଲି ବିଶେଷ ସୂତ୍ରରୁ ସୂଚନା…

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ସୋମବାର ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ କରିଛନ୍ତି ଅଦଳବଦଳ। ୨ ଜିଲ୍ଲାପାଳଙ୍କ ସମେତ ୫ ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଭଦ୍ରକ ଓ ଢେଙ୍କାନାଳର ଜିଲ୍ଲାପାଳଙ୍କୁ ବଦଳି କରି ସେଠାରେ ପୁନଶ୍ଚ ୨ଜଣ ଓଏଏସ୍‌ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ନିଯୁକ୍ତ…

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର…

ଭୁବନେଶ୍ବର: ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ହେବ ବୈଠକ। ଆଜି ସନ୍ଧ୍ୟାରେ ପ୍ରାୟ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ। ଏନେଇ ବିଶେଷ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବିକ,…

ଲୋକସେବା ଭବନ ବହାରେ ସରକାରୀ…

ଭୁବନେଶ୍ୱର: ଆଜିଠୁ ଲୋକସେବା ଭବନ କର୍ମଚାରୀଙ୍କୁ ଟିକାକରଣ। ଲୋକସେବା ଭବନ ବାହାରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ ଦିଆଯିବ ଟିକା। ଲୋକସେବା ଭବନର କନ୍‌ଭେନସନ୍‌ ହଲରେ ଲୋକସେବା ଭବନ ସମେତ ଅନ୍ୟ ସରକାରୀ ଅଫିସର କର୍ମଚୀରୀ ଓ ଅଧିକାରୀମାନଙ୍କ ପାଇଁ ଟିକାକରଣ ବ୍ୟବସ୍ଥା ହୋଇଛି। ଏଥିପାଇଁ ବାହାରେ…

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ନୀବନ ସରକାରର ୫ମ ପାଳିର ୨ୟ ବର୍ଷର ପ୍ରଥମ ରାଜ୍ୟ କ୍ୟାବିନେଟ ଆଜି ଅନୁଷ୍ଠିତ ହେବ। ଆଜି ରବିବାର ସତ୍ତ୍ବେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ଗୋଟାଏରେ ଅନୁଷ୍ଠିତ ହେବ ଏହି…

ଆଜି ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ବର: ଆଜି ପୂର୍ବାହ୍ନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସକାଳ ୯ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ। କ୍ୟାବିନେଟ୍ ବୈଠକରେ ଉପସ୍ଥିତ ରହିବା ପାଇଁ ଗତକାଲି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସମସ୍ତ…