Odisha Link
Bridging the Missing Links in Odisha
Browsing Tag

Lord Jaganath Temple

ଆଜିଠୁ ଆରମ୍ଭ କାର୍ତ୍ତିକ ବ୍ରତ,…

ପୁରୀ: ଆଜିଠୁ ଆରମ୍ଭ ହେଲା ପବିତ୍ର କାର୍ତ୍ତିକ ମାସ। ଏଥିସହିତ ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏଥିପାଇଁ ସିଂହଦ୍ବାର ସମ୍ମୁଖରେ ବ୍ୟାରିକେଡ କରାଯାଇଛି। ସେହିଭଳି ମହାପ୍ରସାଦ ପାଇଁ ଉତ୍ତର ଓ ଦକ୍ଷିଣ ଦ୍ୱାରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ଦର୍ଶନ ପାଇଁ…

ରୁପାରେ ଝଲସିବ ଶ୍ରୀ ମନ୍ଦିର କବାଟ

ପୁରୀ: ଝଲସିବ ଶ୍ରୀମନ୍ଦିର ଦ୍ବାର। ଶ୍ରୀମନ୍ଦିରରେ ଲାଗିବ ରୂପାର କବାଟ। ରୂପାରେ ଝଲସିବ ବଡ ଦେଉଳର ସାତଟି ଦ୍ୱାର। ଶ୍ରୀମନ୍ଦିର ଭିତର ଓ ବାହାର ଚାରି ଦ୍ୱାର ଓ କବାଟର ମରାମତି କରାଯିବ। ଏହି ମରାମତି ସମୟରେ ସମସ୍ତ ଦ୍ୱାରରେ ରୂପାର ଛାଉଣି ଦିଆଯିବ। ମନ୍ଦିରର ସିଂହଦ୍ୱାର, ଜୟ ବିଜୟ ଦ୍ୱାର, କଳାହାଟ…

ରତ୍ନଭଣ୍ଡାରର ଅନୁଧ୍ୟାନ ହେବ,…

ଭୁବନେଶ୍ବର: ବହୁ ବାଦ ବିବାଦ ପରେ ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ। ଭିତର ରତ୍ନଭଣ୍ଡାରରେ ମହାପ୍ରଭୁଙ୍କ ଅଳଙ୍କାରର ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ।ଅନୁଧ୍ୟାନ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଆଇନ ବିଭାଗର ଚିଠି। ଏଥିସହିତ ମୁକ୍ତିମଣ୍ଡପରେ ଖାଲି ପଡ଼ିଥିବା ପଦବୀ ପୂରଣ…