Odisha Link
Bridging the Missing Links in Odisha
Browsing Tag

Lord Jagannath

ଏଥର ବଢ଼ିବନି ସୁନାବେଶ ଦର୍ଶନ ସମୟ, ରାତି…

ଓଏଲ୍‌ ବ୍ୟୁରୋ: ଶ୍ରୀଜିଉଙ୍କ ସୁନାବେଶ ଦେଖିବା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଆଉ ମାତ୍ର କିଛି ସମୟର ଅପେକ୍ଷା ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀବିଗ୍ରହ। ଦାରୁଦିଅଁଙ୍କ ଏହି ଅପୂର୍ବ ସୁନା ବେଶ ଦେଖିବା ପାଇଁ ପୁରୀକୁ ଚାରିଆଡ଼ୁ ଛୁଟିଲେଣି ଶ୍ରଦ୍ଧାଳୁ ଓ ଭକ୍ତ।ସନ୍ଧ୍ୟା ପ୍ରାୟ ୫ଟା ବେଳକୁ ସୁନାବେଶ…

ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି,…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ରଥଯାତ୍ରା ପାଇଁ ଦୁଇ ଦିନ ସରକାରୀ ଛୁଟି। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ଦେଲେ ନିର୍ଦ୍ଧେଶ। ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ…

ଶ୍ରୀ ଜିଉଙ୍କ ଶ୍ରୀଅଙ୍ଗରେ ଲାଗିହେବ…

ଓଏଲ୍‌ ବ୍ୟୁରୋ: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନ ମଣ୍ଡପରେ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ କରିବାପରେ ମହାପ୍ରଭୁ ଜ୍ୱରରେ ପଡ଼ିଛନ୍ତି। ମହାବାହୁଙ୍କ ଆରୋଗ୍ୟ ପାଇଁ ଅଣସର ପିଣ୍ଡିରେ ଗୁପ୍ତ ଉପଚାର ଚାଲିଛି। ନୀଳାଦ୍ରୀ ମହୋଦୟ ଶାସ୍ତ୍ର ଅନୁସାରେ ଦଇତାପତି ସେବକମାନଙ୍କ ଦ୍ୱାରା ଚାଲିଛି ଶାସ୍ତ୍ରାନୁମୋଦିତ…

ଶ୍ରୀଜିଉଙ୍କ ସ୍ନାନ ଯାତ୍ରା: ଜାଣନ୍ତୁ,…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ଦୁର୍ଲଭ ଦେବସ୍ନାନ ପୂର୍ଣ୍ଣିମା। ପ୍ରତିବର୍ଷ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ସ୍ନାନ ପୂର୍ଣ୍ଣିମା ହେଇଥାଏ। ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଜନ୍ମଦିନ ମଧ୍ୟ। ଏହି ଅବସରରେ ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ…

ଦୁର୍ଲଭ ଦେବସ୍ନାନ ପୂର୍ଣ୍ଣିମା:…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ଦୁର୍ଲଭ ଦେବସ୍ନାନ ପୂର୍ଣ୍ଣିମା। ପ୍ରତିବର୍ଷ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ସ୍ନାନ ପୂର୍ଣ୍ଣିମା ହେଇଥାଏ। ଆଜି ମହାପ୍ରଭୁ ଜଗନ୍ନାଥଙ୍କ ଜନ୍ମଦିନ ମଧ୍ୟ। ଏହି ଅବସରରେ ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ…

ସ୍ନାନମଣ୍ଡପରେ ଶ୍ରୀଜିଉ, ସାଢ଼େ ୩ଟାରୁ…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ବଡ଼ ଦେଉଳର ରତ୍ନବେଦୀ ଛାଡ଼ି ସ୍ନାନମଣ୍ଡପକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତୀ। ୧୦୮ ସୁବାସିିତ ଜଳରେ ସ୍ନାକ କରିବେ ଶ୍ରୀଜିଉ। ପରେ ଦୁର୍ଲଭ ଗଜାନନ ବେଶରେ ଭକ୍ତଙ୍କୁ ଦେବେ ଦର୍ଶନ। ଆଜି ୫ଟାରୁ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏବେ…

ଜୁନ୍‌ ୨୨ରେ ସ୍ନାନଯାତ୍ରା: ୫ଟାରୁ…

ଓଏଲ୍‌ ବ୍ୟୁରୋ: ଜୁନ୍‌ ୨୨ ତାରିଖରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ପ୍ରସ୍ତୁତି ଯୋରଦାର କରୁଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନ୍ନ ପୂର୍ଣ୍ଣିମା ନୀତିକାନ୍ତି କିଭଳି ସୁରୁଖୁରୁରେ ହେବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକରେ ହୋଇଛି ଆଲୋଚନା। ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକରେ ହୋଇଥିବା ଆଲୋଚନା…

ଆଜି ବନ୍ଦ ରହିବ କାଳିଆ ଦର୍ଶନ

ଓଏଲ୍‌ ବ୍ୟୁରୋ: ବୁଧବାର ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…

ଏ ସପ୍ତାହରେ ବି ହେବନି ମହାପ୍ରଭୁଙ୍କ…

ଓଏଲ୍‌ ବ୍ୟୁରୋ: ବାହୁଡ଼ା ଯାତ୍ରା ପରଠୁ ଶ୍ରୀଜିଉଙ୍କର ହୋଇନି ବନକଲାଗି ନୀତି। ଯାହାକୁ ନେଇ ତର୍କ ବିତର୍କ ଲାଗି ରହିଛି। ଅନ୍ୟପଟେ ବାଦ ବିବାଦ ଭିତରେ ବନକଲାଗି ନୀତିକୁ ନେଇ ବାହାରିଲା ବାଟ। ଆସନ୍ତା ୯ ତାରିଖରେ କାଳିଆର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ହେବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

ହୋଇପାରିଲାନି ମହାପ୍ରଭୁଙ୍କ ବନକଲାଗି…

ଓଏଲ୍‌ ବ୍ୟୁରୋ: ଶ୍ରୀଜିଉଙ୍କ ବନକଲାଗି ବିବାଦ ସମାଧାନ ହେବା ବଦଳରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ବନକଲାଗି ନୀତି କରିବା ନେଇ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ପାଳନ କଲେନି ସେବାୟତ। ଯାହାଫଳରେ ଆଜି ବି ହୋଇପାରିଲାନି ମହାପ୍ରଭୁଙ୍କ ବନକଲାଗି। ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ…