Odisha Link
Bridging the Missing Links in Odisha
Browsing Tag

Lord Lingaraj

ବିନା ଭକ୍ତରେ ହେବ ଲିଙ୍ଗରାଜଙ୍କ…

ଭୁବନେଶ୍ବର: ବିନା ଭକ୍ତରେ ହେବ ପ୍ରଭୁ ଲିଙ୍ଗରାଜଙ୍କ ଚନ୍ଦନଯାତ୍ରା। ଆସନ୍ତା ମେ' ୧୫ତାରିଖରୁ ୨୨ଦିନ ଧରି ବିନ୍ଦୁ ସାଗରରେ ଚାପିଖେଳିବେ ପ୍ରଭୁ ଲିଙ୍ଗରାଜ। କୋଭିଡ କଟକଣା ଭିତରେ ଚାପଖେଳ କରିବାକୁ ବିଏମସି ପକ୍ଷରୁ ଲିଙ୍ଗରାଜ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ୧୫ଜଣ ସେବାୟତଙ୍କୁ ନେଇ…

ସୋସିଆଲ ମିଡ଼ିଆରେ ଶ୍ରୀଲିଙ୍ଗରାଜଙ୍କ ଫଟୋ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବିଭିନ୍ନ ବେଶର ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ମନ୍ଦିର ଭିତରେ ହେଉଥିବା ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି। ପ୍ରଦୀପ୍ତ ପାତ୍ର ନାମକ ବ୍ୟକ୍ତିଙ୍କ ଫେସବୁକ୍ ଆକାଉଣ୍ଟରୁ ଏହି ଫଟୋ ଭାଇରାଲ…