Odisha Link
Bridging the Missing Links in Odisha
Browsing Tag

Low Pressure

୨୨ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,…

ଓଏଲ୍‌ ବ୍ୟୁରୋ: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର । ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗର ସୂଚନା ଅନୁସାରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ପୁଣି ସୃଷ୍ଟି ହେବ ଆଉ ଏକ ଲଘୁଚାପ! ୨୭ରେ…

ଓଏଲ୍‌ ବ୍ୟୁରୋ: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଆସନ୍ତା ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଥିବାବେଳେ ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୭ ତାରିଖ…

ଅବପାତର ରୂପ ନେବ ସୁଦୃଶଃ ଲଘୁଚାପ! ୩…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୁଦୃଶଃ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୬ ତାରିଖରୁ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଏହା ପ୍ରଭାବରେ ୧୮ ତାରିଖ…

କାଲି ବଙ୍ଗୋପସାଗରରେ ସୃଷ୍ଟି ହେବ…

ଓଏଲ୍‌ ବ୍ୟୁରୋ: ଲଘୁଚାପ ନେଇ ବଡ଼ ସୂଚନା ଦେଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଅର୍ଥାତ୍‌ ନଭେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ସୂଚନା ଦିଆଯାଇଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ରର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ

ଓଏଲ୍‌ ବ୍ୟୁରୋ: ସପ୍ତାହେ ହେଲାଣି ରାଜ୍ୟରେ ତାତି ବଢ଼ିବାରେ ଲାଗିଲାଣି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ଯୋଗୁ କିଛିଦିନ ହେବ ରାଜ୍ୟରେ ବର୍ଷା ଉଭାନ୍‌ ହୋଇଯାଇଛି। ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ପାଣିପାଗ ବିଭାଗ ଆଣିଦେଇଛି ଭଲ ଖବର। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜ୍ୟରେ ବଢ଼ିବ ବର୍ଷା, ୟେଲୋ…

ଓଏଲ୍‌ ବ୍ୟୁରୋ: ଚାଷୀକୂଳ ପାଇଁ ଭଲ ଖବର। ରାଜ୍ୟରେ ବଢ଼ିବ ବର୍ଷା। କାରଣ ଆଗକୁ ଆସୁଛି ୨ଟି ଲଘୁଚାପ। ଦିନେ ଦୁଇ ଦିନ ଭିତରେ ଏକ ଲଘୁଚାପ ହେବାକୁ ଥିବାବେଳେ ଅଗଷ୍ଟ ୧୩-୧୪ ଆଡ଼କୁ ଆଉ ଏକ ଲଘୁଚାପ ଆସିପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଭାଗର ଆକଳନ କହୁଛି, ଉତ୍ତର…

ଆହୁରି ୩ ଦିନ ବର୍ଷିବ

ଭୁବନେଶ୍ବର: ରାଜ୍ୟରେ ଲଘୁଚାପ ବର୍ଷା ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ଓ୍ବାର୍ଣ୍ଣିଂ ଜାରି କରିଛି। ରବିବାର ପାଇଁ ପାଣିପାଗ ବିଭାଗ ୧୭ଟି ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରିଛି। ପାଣିପାଗ…

ବଙ୍ଗପୋସାଗରରେ ଲଘୁଚାପ, କାଲିଠୁ ପ୍ରବଳ…

ଭୁବନେଶ୍ବର: ବଙ୍ଗପୋସାଗରରେ ଲଘୁଚାପ। ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଏବଂ ତତ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ବଢ଼ିଯିବ।…

ଆସୁଛି ଲଘୁଚାପ, ପାଣିପାଗ ବିଭାଗର ଆକଳନ

ଭୁବନେଶ୍ବର: ରାଜ୍ୟରେ ଚଳିତବର୍ଷ ନିଅଣ୍ଟିଆ ବର୍ଷା ଦେଖିବାକୁ ମିଳିଛି। ଯାହାଫଳରେ ରାଜ୍ୟର କିଛି ସ୍ଥାନରେ ମରୁଡ଼ି ସ୍ଥିତି ସାମ୍ନାକୁ ଆସିଛି। ଯାହକୁ ନେଇ ବିଧାନସଭାରେ ମଧ୍ୟ ତମ୍ବି ତୋଫାନ୍‌ ହୋଇ ସାରିଛି। ଏସବୁ ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଭଲ ଖବର ଆଣିଛି ସେପ୍ଟେମ୍ବର। ଆଗାମୀ ୫ ଦିନ ବ୍ୟବଧାନରେ…