Odisha Link
Bridging the Missing Links in Odisha
Browsing Tag

Low Pressure

ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା…

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବର୍ତ୍ତମାନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା କହିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ…

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୮ ତାରିଖ ବେଳକୁ ଉତ୍ତର ବଙ୍ଗପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖରୁ ବର୍ଷା ବଢ଼ିବା ନେଇ ଆକଳନ କରାଯାଉଛି । ୨୯ ତାରିଖ ଯାଏଁ ଏହା…

ମେ’ ଦ୍ୱିତୀୟ ସପ୍ତାହରେ ବଙ୍ଗୋପସାଗରରେ…

ଭୁବନେଶ୍ଵର: ପୁଣି ଆସିପାରେ ଆଉ ଏକ ଖରା ଦିନିଆ ବାତ୍ୟା। ମେ ଦ୍ଵିତୀୟ ସପ୍ତାହ ସୁଦ୍ଧା ତାମିଲନାଡୁ ଉପକୁଳ ବଙ୍ଗୋପ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣିବଳୟ। ଏହା ପରେ ବାତ୍ୟାର ରୂପ ନେବ। ଏଭଳି ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ। ମେ ୧୨ ତାରିଖ ବେଳକୁ ତାମିଲନାଡୁ ନିକଟ ଦକ୍ଷିଣ ବଙ୍ଗୋପସାଗରରେ ଏକ…

୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗର ଦକ୍ଷିଣ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ସାମୁଦ୍ରିକ ବାତ୍ୟା…

ଡିପ୍ରେସନରେ ପରିଣତ ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହି ସିଷ୍ଟମ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ୨୫ ତାରିଖ ବେଳକୁ ଏହା ତାମିଲନାଡୁ…

ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ୪୮ ଘଣ୍ଟାରେ ଅଧିକ ଘନିଭୂତ ହେବା ସମ୍ଭାବନା ରହିଛି। ଆସନ୍ତା ୨୫ ବେଳକୁ ପଶ୍ଚିମଉତ୍ତରକୁ ଗତି କରି…

୧୨ ଘଣ୍ଟାରେ ଲଘୁଚାପ, ୫ ଜିଲ୍ଲାକୁ…

ଭୁବନେଶ୍ୱର: ଆଜିଠୁ ପୁଣି ଭିଜିବ ଓଡ଼ିଶା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ ମୁତାବକ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପରୋକ୍ତ ଅଞ୍ଚଳରେ ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ…

ଆଉ ଏକ ଲଘୁଚାପ: ୧୯ରୁ ୨୧ ବର୍ଷା !

ଭୁବନେଶ୍ବର: ଆସନ୍ତା ୧୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବ। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି। ଏ…

୧୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଅକ୍ଟୋବର ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ତାଜା ସୂଚନା…

ଝାଡ଼ଖଣ୍ଡ ମୁହାଁ ହେଲା ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ୩ ଦିନ ଧରି ବର୍ଷା ହେବା ପରେ ଏବେ ଶେଷରେ ଝାଡ଼ଖଣ୍ଡ ମୁହାଁ ହୋଇଛି ଲଘୁଚାପ। ଲଘୁଚାପ ଏବେ ଦକ୍ଷିଣ ପଶ୍ଚିମ ଝାରଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ହେଲେ ଏହାର ପ୍ରଭାବରେ ହେବାକୁ ଥିବା ବର୍ଷା ଆଶଙ୍କାରେ ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…