Odisha Link
Bridging the Missing Links in Odisha
Browsing Tag

Low Pressure

ଆଉ ଏକ ଲଘୁଚାପ, ୨୬ ଯାଏଁ ବର୍ଷା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ରବିବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା…

ଅଗଷ୍ଟ ୨୩ରେ ଆଉ ଏକ ଲଘୁଚାପ !

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପାଇଁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ପଶ୍ଚିମ ଦିଗରେ ଗତି କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ମଧ୍ୟରେ ଭୁବନେଶ୍ୱରସ୍ଥିତ…

ଆଉ ଏକ ଲଘୁଚାପ; ୧୨ ଜିଲ୍ଲାକୁ ଅରେଞ୍ଜ…

ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ କାରଣରୁ ଏବେ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ୧୯ ଅଗଷ୍ଟରେ ଉତ୍ତର ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଳ୍ଲାରେ ପ୍ରବଳରୁ…

ଲଘୁଚାପ: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଆସନ୍ତା ୧୬ ତାରିଖ ଯାଏଁ ସ‌ାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ। ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ସମ୍ଭବାନା ଥିବାରୁ ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆଉ ଏକ ଲଘୁଚାପ: ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ଅଗଷ୍ଟ ୪ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଦି ଲଘୁଚାପ ସୃଷ୍ଟି ହୁଏ। ତେବେ ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରିବାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ମେ’ ୧୫ ତାରିଖ ସୁଦ୍ଧା ଡିପ୍ରେସନର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଏହାପରେ ଏହା ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ଏହା…

ଫନୀର ବର୍ଷେ ପରେ ପୁଣି ଲଘୁଚାପ:…

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟାରେ ଏହି ଅଧିକ ସକ୍ରିୟ ହେବ । ଓଡ଼ିଶା ଉପରେ ଏହାର ପ୍ରଭାବ ଏଯାଏଁ ଆକଳନ ହୋଇପାରି ନାହିଁ ବୋଲି ପାଣିପାଗ ବିଭାଗ କହିଥିବା ବେଳେ ଗତକାଲି ଠାରୁ ଏଥିଲାଗି ରାଜ୍ୟରେ…