ମଧୁ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରଥମ ଜିଲ୍ଲା ଭାବେ ଗଞ୍ଜାମରେ ଆଜି ‘ମଧୁ’ ଆପର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ବରର ଲୋକସେବା ଭବନରେ ଥିବା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ମଧୁ ଆପର ଉନ୍ମୋଚନ କରିଛନ୍ତି। ଏହି ଆପର ଉନ୍ମୋଚନ ଅବସରରେ ସେଠାରେ…