Odisha Link
Bridging the Missing Links in Odisha
Browsing Tag

MADHYA PRADESH

ମଧ୍ୟପ୍ରଦେଶରେ ଆରମ୍ଭ ହେଲା ମୋହନ ସରକାର

ଓଏଲ୍‌ ବ୍ୟୁରୋ: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ। ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏଥିସହିତ ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ…

ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ…

ଓଏଲ୍‌ ବ୍ୟୁରୋ: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ। ଆଜି ବସିଥିବା ବିଧାୟକ ଦଳ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ। ଯାଦବ ଉଜ୍ଜୟୀନ ଦକ୍ଷିଣ…

ବିଧାନସଭା ଫଳାଫଳ: ୩ଟି ରାଜ୍ୟରେ ବିଜେପି…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ନିର୍ବାଚନ ପୂର୍ବରୁ ଆଜି ଆସିବ ସେମିଫାଇନାଲ ଫଳାଫଳ। ଆଜି ଆସିବ ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ଛତିଶଡର ବିଧାନସଭା ନିର୍ବାଚନର ଫଳାଫଳ। ଏଥିପାଇଁ ଆରମ୍ଭ ହୋଇଛି ଭୋଟ ଗଣତି। ସକାଳ ୮ଟାରୁ ଆରମ୍ଭ ହୋଇଛି ଗଣତି। ନିର୍ବାଚନ କମିଶନର ତଥ୍ୟ ଅନୁଯାୟୀ ପ୍ରାରମ୍ଭିକ…

ବିଧାନସଭା ଫଳାଫଳ: ଛତିଶଗଡ଼ ଓ…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ନିର୍ବାଚନ ପୂର୍ବରୁ ଆଜି ଆସିବ ସେମିଫାଇନାଲ ଫଳାଫଳ। ଆଜି ଆସିବ ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ଛତିଶଡର ବିଧାନସଭା ନିର୍ବାଚନର ଫଳାଫଳ। ଏଥିପାଇଁ ଆରମ୍ଭ ହୋଇଛି ଭୋଟ ଗଣତି। ସକାଳ ୮ଟାରୁ ଆରମ୍ଭ ହୋଇଛି ଗଣତି।ଏକଜିଟ୍ ପୋଲ୍ ଅନୁସାରେ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ…

୨୪ ପୂର୍ବରୁ ସେମିଫାଇନାଲ ବିଜେତା କିଏ…

ଓଏଲ୍‌ ବ୍ୟୁରୋ: ୨୦୨୪ ଫାଇନାଲ ନିର୍ବାଚନ ପୂର୍ବରୁ ଆଜି ଆସିବ ସେମିଫାଇନାଲ ଫଳାଫଳ। ଆଜି ଆସିବ ମଧ୍ୟପ୍ରଦେଶ, ରାଜସ୍ଥାନ, ତେଲେଙ୍ଗାନା ଓ ଛତିଶଡର ବିଧାନସଭା ନିର୍ବାଚନର ଫଳାଫଳ। ଏଥିପାଇଁ ଆରମ୍ଭ ହୋଇଛି ଭୋଟ ଗଣତି। ସକାଳ ୮ଟାରୁ ଆରମ୍ଭ ହୋଇଛି ଗଣତି।ଏକଜିଟ୍ ପୋଲ୍ ଅନୁସାରେ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ…

ଚାକିରିରେ ମହିଳାଙ୍କୁ ମିଳିବ ୩୫%…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷ ଶେଷ ଆଡ଼କୁ ହେବ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ। ଏଥିପାଇଁ ରାଜନୈତିକ ଦଳ ଗୁଡ଼ିକ ଆରମ୍ଭ କରି ସାରିଲେଣି ପ୍ରସ୍ତୁତି। ନିର୍ବାଚନକୁ ନଜରରେ ରଖି ମଧ୍ୟପ୍ରଦେଶ ସରକାର ଖେଳିଛନ୍ତି ମହିଳା କାର୍ଡ। ଏଣିକି ମଧ୍ୟପ୍ରଦେଶରେ ସମସ୍ତ ସରକାରୀ ଚାକିରିରେ ୩୫% ସଂରକ୍ଷଣ ଦେବାକୁ ଘୋଷଣା…

“ଭଗବାନ ହନୁମାନ ଆଦିବାସୀ…

ଓଏଲ୍‌ ବ୍ୟୁରୋ: ଆଗାମୀ ଦିନରେ ହେବାକୁ ଯାଉଛି ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ। ଏଥିପାଇଁ ସମସ୍ତ ଦଳ ଆରମ୍ଭ କରି ସାରିଲେଣି ପ୍ରସ୍ତୁତି। କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ବିଜେପିର ହିନ୍ଦୁତ୍ବର ଜବାବରେ କଂଗ୍ରେସ ସଫ୍ଟହିନ୍ଦୁତ୍ବ ( ଉଦାରବାଦୀ ହିନ୍ଦୁତ୍ବ) ଆଭିମୁଖ୍ୟ ଗ୍ରହଣ କରିଥିଲା। ଯାହା ଦଳକୁ…

ମୁଖ୍ୟମନ୍ତ୍ରୀଙ୍କ ପାଇଁ କିଣାଯାଉଛି ୧୨୫…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ପାଇଁ ନୂଆ ବିମାନ। କରିବେ ଦୂର ଯାତ୍ରା। ଯାହାର ମୂଲ୍ୟ ପାଖାପାଖୀ ୧୨୫ କୋଟି ଟଙ୍କା। ଏବେ ମଧ୍ୟପ୍ରଦେଶ ସରକାର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପାଇଁ କିଣିବାକୁ ଯାଉଛନ୍ତି ଏକ ବିମାନ। କାରଣ କିଛିଦିନ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଉଦିଷ୍ଟ ବିମାନଟି…

ଫେରିଲା ରାତ୍ରିକାଳୀନ କର୍ଫ୍ୟୁ

ଭୋପାଳ: ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ । ଏବେ ଦେଶରେ ପାଖାପାଖି ୩୦୦ରେ ପହଁଞ୍ଚିଲାଣି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଗୁରୁତର ସହ ନେଇ ସତର୍କତା ଅବଲମ୍ବନ ପାଳନ କରିବା ପାଇଁ ସରକାର ଦେଲେଣି ବାର୍ତ୍ତା। ଏସବୁ ମଧ୍ୟରେ ଫେରିଲା ନାଇଟ୍‌…

ମଧ୍ୟପ୍ରଦେଶରେ ବନ୍ୟା ବିତ୍ପାତ, ୨୪ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶରେ ବର୍ଷା ଯୋଗୁଁ ବନ୍ୟା ବିତ୍ପାତ। ଫଳରେ ମୃତ୍ୟୁ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ରାଜ୍ୟର ଏକାଧିକ ଅଂଚଳରେ ଗତ ତିନି ଦିନ ଧରି ପ୍ରବଳ ବର୍ଷା ଲାଗିରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୬ଟି ବ୍ରିଜ୍ ଭାସିଯାଇଛି। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ଯୋଗଯୋଗ ବିଚ୍ଛିନ୍ନ ହୋଇଛି।…