ମହିଳାମାନେ ନିଜ ଅଧିକାର ସାବ୍ୟସ୍ତ କରିବା…
ଭୁବନେଶ୍ୱର : ମହିଳାମାନେ ଯେ ସମାଜରେ ପକ୍ଷପାତିତାର ଶିକାର ହୁଅନ୍ତି ଏହି ପୁରୁଣା କାଳିଆ ଚିନ୍ତାଧାରାକୁ ପଛରେ ପକାଇ ସେମାନେ ନିଜ ଅଧିକାର ସାବ୍ୟସ୍ତ କରିବା ସହ ଅନ୍ୟମାନଙ୍କୁ ଏଥିପାଇଁ ପ୍ରେରଣା ଦେବା ଉଚିତ୍ ବୋଲି ସାଂସଦ ମାନେକା ଗାନ୍ଧୀ କହିଛନ୍ତି ।
ପ୍ରତ୍ୟେକ ମହିଳା ଅନ୍ୟ ମହିଳାମାନଙ୍କୁ ପ୍ରେରଣା…