ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ…
ବାମରା: ପରଲୋକରେ ବାମରା ବ୍ଲକ୍ ସଦର ମହକୁମା ଗୋବିନ୍ଦପୁର ପଞ୍ଚାୟତର ସମିତି ସଭ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ତୃତୀୟ କନ୍ୟା ମଞ୍ଜୁଲତା ବିଶ୍ବାଳ(୪୪)। ଶୁକ୍ରବାର ଦିନ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ,…