Odisha Link
Bridging the Missing Links in Odisha
Browsing Tag

MANMOHAN SINGH

ପାକିସ୍ତାନ ଉପରେ ଆକ୍ରମଣ ପାଇଁ ଯୋଜନା…

ନୂଆଦିଲ୍ଲୀ: ସରଜିକାଲ ଷ୍ଟ୍ରାଇକ, ବାଲାକୋଟ ଏୟାର ଷ୍ଟ୍ରାଇକ ପରେ ଆତଙ୍କବାଦିଙ୍କୁ ପ୍ରତିହତ କରିବା ପାଇଁ କିଛି ମାତ୍ରାରେ ସଫଳ ହୋଇଛି ଭାରତୀୟ ସେନା। ଯାହା ମୋଦିଙ୍କ ଶାସନକାଳ ସମୟରେ ହୋଇଛି। ଏହା ପୂର୍ବରୁ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ମଧ୍ୟ ଯୋଜନା କରିଥିଲେ। ପାକିସ୍ତାନ…

ମାନ୍ଦାବସ୍ଥାକୁ ନେଇ କେନ୍ଦ୍ର ସରକାରଙ୍କୁ…

ନୂଆଦିଲ୍ଲୀ: ଦେଶରେ ଦେଖାଯାଉଥିବା ମାନ୍ଦାବସ୍ଥାକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସେ କହିଛନ୍ତି କି, ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ମନୁଷ୍ୟକୃତ। ସରକାରଙ୍କ ଭୁଲ୍ ନିଷ୍ପତ୍ତି ପାଇଁ ଦେଶର ଅର୍ଥ ବ୍ୟବସ୍ଥା ଆଜି ଖରାପ୍ ହୋଇଚି। ତେଣୁ ମାନ୍ଦାବାସ୍ଥାରୁ ମୁକୁଳିବା…

ରାଜ୍ୟସଭା: ଶପଥ ନେଲେ ମନମୋହନ ସିଂ

ନୂଆଦିଲ୍ଲୀ: ଆଜି ପୁଣିଥରେ ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ। ରାଜସ୍ଥାନ ଆସନରୁ ମନମୋହନ କଂଗ୍ରେସ ଦଳର ପ୍ରାର୍ଥୀ ଭାବେ ନିଦ୍ବନ୍ଦରେ ନିର୍ବାଚିତ ହୋଇଥିଲେ। ମନମୋହନ ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କିଆ ନାଇଡୁଙ୍କ ଉପସ୍ଥିତିରେ ଶପଥ ଗ୍ରହଣ…

୨ ମାସ ପରେ ରାଜ୍ୟସଭା ଯିବେ ମନମୋହନ

ଜୟପୁର: ପ୍ରାୟ ଦୁଇ ମାସ ପରେ ପୁଣି ଥରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହ। ରାଜସ୍ଥାନରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି ମନମୋହନ ସିଂହ। ଗତକାଲି ଅପରାହ୍ନରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପରେ ୮୬ ବର୍ଷୀୟ ମନମୋହନ ସିଂହ ରାଜ୍ୟସଭାକୁ…

ରାଜସ୍ଥାନରୁ ରାଜ୍ୟସଭା ଯିବେ ମନମୋହନ…

ଜୟପୁର: ପୁଣିଥରେ ରାଜ୍ୟସଭା ଯିବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସେଥିପାଇଁ ଆଜି ରାଜସ୍ଥାନରୁ ନାମାଙ୍କନ ଦାଖଲ କରିଛନ୍ତି ମନମୋହନ ସିଂହ। ଆଜି ଏଥିପାଇଁ ଶ୍ରୀ ସିଂହ ସକାଳ ୧୦ଟା ବେଳେ ଜୟପୁର ଏୟାରପୋର୍ଟରେ ପହଞ୍ଚିଥିଲେ। ଏହି ସମୟରେ ତାଙ୍କୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ…

ମନମୋହନଙ୍କୁ ସାକ୍ଷାତ କଲେ ସୀତାରମଣ

ନୂଆଦିଲ୍ଲୀ: ଆସନ୍ତା ୫ ତାରିଖରେ ସଂସଦରେ ବଜେଟ ଉପସ୍ଥାପନ ହେବ। ନୂତନ ଭାବେ ଅର୍ଥମନ୍ତ୍ରୀ ହୋଇଥିବା ନିର୍ମଳା ସୀତାରମଣ ପ୍ରଥମଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ। ବଜେଟ୍‌କୁ ଲୋକାଭିମୁଖୀ କରିବା ପାଇଁ ସୀତାରମଣ ସବୁ ପ୍ରକାର ଉଦ୍ୟମ କରୁଛନ୍ତି। ଏଥିପାଇଁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା…