Odisha Link
Bridging the Missing Links in Odisha
Browsing Tag

Matric Exam

ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା,…

ଭୁବନେଶ୍ୱର :ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୪ରେ ଶେଷ ହେବ। ମାଟ୍ରିକ ପରୀକ୍ଷା ସୂଚୀ ନେଇ ବୁଧବାର ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଯୋଗେ ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ ୨୦ ତାରିଖରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ,…

ଫେବ୍ରୁଆରୀ ୨୦ରୁ ହେବ ମାଟ୍ରିକ ପରୀକ୍ଷା,…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀରେ ହେବ ୨୦୨୩-୨୦୨୪ ଶିକ୍ଷାବର୍ଷ ମାଟ୍ରିକ୍‌ ପରୀକ୍ଷା। ୨୦୨୪ ଫେବ୍ରୁଆରୀ ୨୦ରେ ମାଟ୍ରିକ ପରୀକ୍ଷା ହେବ ବୋଲି ଆଜି ଘୋଷଣା କରିଛି ବୋର୍ଡ। ପରୀକ୍ଷା ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ଦେଇଛି ବୋର୍ଡ। ମାଟ୍ରିକ ପରୀକ୍ଷ…

ମାଟ୍ରିକ ପରୀକ୍ଷା: ୧୮ ହଜାରରୁ ଅଧିକ…

ଓଏଲ୍‌ ବ୍ୟୁରୋ: ଗତକାଲିଠୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଶୁକ୍ରବାର ଓଡ଼ିଆ ଭାଷା ପରୀକ୍ଷା ସରିଥିବା ବେଳେ ୧୩ ତାରିଖ ଅର୍ଥାତ୍‌ ସୋମବାର ଇଂରାଜୀ ପରୀକ୍ଷା ହେବ। ସବୁଠୁ ବଡ଼ କଥା ହେଲା ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୮ ହଜାରରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି। ଯାହା…

ମାଟ୍ରିକ ପରୀକ୍ଷା ଦେବାକୁ ଯାଇ ନିଖୋଜ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ସମ୍ମେଟିଭ୍-୨ ପରୀକ୍ଷା। ଏସବୁ ମଧ୍ୟରେ ନୟାଗଡ଼ ଜିଲ୍ଲା ଦଶପଲ୍ଲାରୁ ଆସିଛି ଏକ ଖବର। ଦଶମ ପରୀକ୍ଷା ଦେବାକୁ ଯାଇ ଜଣେ ଛାତ୍ର ନିଖୋଜ ଘଟଣା ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏବେ ସେହି ନିଖୋଜ ଛାତ୍ର ଜଣକ ଉଦ୍ଧାର ହୋଇଛନ୍ତି। ଖବର ମୁତାବିକ,…

ଚାଲିଛି ମାଟ୍ରିକ ପରୀକ୍ଷା: ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୨ ପରୀକ୍ଷା। ଚଳିତଥର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ହେଉଛି ପରୀକ୍ଷା। ଆଜି ପ୍ରଥମ ଦିନରେ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ) ପରୀକ୍ଷା ଶେଷ ହୋଇଛି। ପରୀକ୍ଷା ଚାଲିଥିବା ସମୟରେ ଭୁବନେଶ୍ୱର ଡୁମଡୁମା…

କାଲିଠୁ ମାଟ୍ରିକ ପରୀକ୍ଷା

ଓଏଲ୍‌ ବ୍ୟୁରୋ : ଆସନ୍ତା କାଲିଠୁ ଆରମ୍ଭ ହେବାକୁ ଯାଉଛି ଦଶମ ବୋର୍ଡ ପରୀକ୍ଷା। ପରୀକ୍ଷାକୁ ନଜରରେ ରଖି ପରୀକ୍ଷା ପୂର୍ବର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଛାତ୍ରଛାତ୍ରୀଙ୍କ ପାଇଁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେବ। ପ୍ରଥମ ଦିନ ଘଣ୍ଟାଏ ଆଗରୁ ପହଞ୍ଚିବେ ଛାତ୍ରଛାତ୍ରୀ।…

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା,…

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୧୭ ଯାଏଁ ଚାଲିବ। ଚଳିତବର୍ଷ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମାର ପିଲାମାନେ…

ଆସନ୍ତା ୧୦ରୁ ମାଟ୍ରିକ ପରୀକ୍ଷା, ନୋଡାଲ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ସମେଟିଭ ଆସେସମେଣ୍ଟ ପରୀକ୍ଷା ଆରମ୍ଭ ହୋଇ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ…

କମେଣ୍ଟମରାରୁ ଛାତ୍ରଙ୍କୁ ଆକ୍ରମଣ,…

ଓଏଲ୍ ବ୍ୟୁରୋ : କମେଣ୍ଟମରାକୁ ପ୍ରତିରୋଧରୁ ଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ। ଛାତ୍ର ଜଣକ ଗୁରୁତର ଅବସ୍ଥାରେ ଆଇସିୟୁରେ ଜୀବନ ସହ କରୁଛି ସଂଘର୍ଷ। ମାଟ୍ରିକ ସମ୍ମେଟିଭ ପରୀକ୍ଷା ଦେଇ ଫେରୁଥିବାବେଳେ କିଛି ଛାତ୍ର ଆକ୍ରମଣ କରିଥିଲେ। ଆକ୍ରମଣରେ ଛାତ୍ର ଜଣକ ଗୁରୁତର ହୋଇଥିଲେ। ଘଟଣା ଘଟିଛି ବାଲିପାଟଣା ଜୟଦେବ…

କାଲିଠୁ ମାଟ୍ରିକ୍‌ ସମ୍ମେଟିଭ୍-୧…

ଓଏଲ୍‌ ବ୍ୟୁରୋ: ବୁଧବାରଠୁ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିିଭ୍‌-୧ ପରୀକ୍ଷା। ସେଥିପାଇଁ ବୋର୍ଡ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି। ବିଭିନ୍ନ ନୋଡାଲ୍‌ ସେଣ୍ଟରକୁ ପ୍ରଶ୍ନପତ୍ର ପଠାଇ ଦିଆଯାଇଛି। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରାଯାଇଛି। ପରୀକ୍ଷା ଆରମ୍ଭ…