Odisha Link
Bridging the Missing Links in Odisha
Browsing Tag

Matric Exam

ଏପ୍ରିଲ ୨୯ରୁ ମାଟ୍ରିକ୍‌ ପରୀକ୍ଷା:…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଏପ୍ରିଲ୍‌ ୨୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ମେ'୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଏଥିପାଇଁ ମାଧ୍ୟମିକ ପରିଷଦ କରୁଛି ଜୋରଦାର ପ୍ରସ୍ତୁତି। ଏସବୁ ମଧ୍ୟରେ ବୋର୍ଡ ପରୀକ୍ଷା ନେଇ ବିସ୍ତୃତ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ। ସାମ୍ବାଦିକ ସମ୍ମିଳନୀରେ…

ଆଜିଠୁ ଅଫଲାଇନ ମାଟ୍ରିକ ପରୀକ୍ଷା

ଭୁବନେଶ୍ବର: ଆଜି ଅଫଲାଇନ ମାଟ୍ରିକ ପରୀକ୍ଷା। ୫୦୪ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ। ଚଳିତ ବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଥିବା ମାଟ୍ରିକ ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି। ପରୀକ୍ଷା ଦିନ ୧୦ଟାରୁ ୧୨ ପର୍ଯ୍ୟନ୍ତ ଚାଲିବ।…

କାଲିଠୁ ଅଫଲାଇନ୍ ମାଟ୍ରିକ ପରୀକ୍ଷା…

କଟକ: ଆସନ୍ତା କାଲିଠୁ ଅଫଲାଇନ୍‌ ମାଟ୍ରିକ୍ ପରୀକ୍ଷା। ମୋଟ୍ ୬ ହଜାର ୫ ଶହ ୯୭ ପରୀକ୍ଷାର୍ଥୀ ଦେବେ ରେଗୁଲାର ପରୀକ୍ଷା। ମଧ୍ୟମା ଏବଂ ଓପନ୍ ସ୍କୁଲକୁ ମିଶାଇ ୧୫ ହଜାର ୧୫୧ ଜଣ ଦେବେ ପରୀକ୍ଷା। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତାକାଲିଠାରୁ ଅଗଷ୍ଟ ୫ ତାରିଖ…

୨୨୪୪ ଛାତ୍ରଛାତ୍ରୀ ଦେବେ ମାଟ୍ରିକ୍…

ଭୁବନେଶ୍ୱର: ରାଜ୍ୟରେ ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ। ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ବୋଲି ସେ…

୭୦% ସିଲାବସ୍‌ରୁ ହେବ ମାଟ୍ରିକ୍…

ଭୁବନେଶ୍ବର: ବିନା ପରୀକ୍ଷାରେ ପ୍ରକାଶ ପାଇଥିଲା ମାଟ୍ରିକ୍‌ ପରୀକ୍ଷା ଫଳ। ଏହାକୁ ନେଇ ରାଜ୍ୟରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ କରିଥିଲେ ହୋହାଲ୍ଲା ପ୍ରସଙ୍ଗ। ଏସବୁ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରଖିଛନ୍ତି ପ୍ରତିକ୍ରିୟା ସେ କହିଛନ୍ତି ଯେ, ୭୦ ପ୍ରତିଶତ ସିଲାବସ୍‌ରୁ ହେବ…

ମାଟ୍ରିକ ଓ +୨ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ରାଜ୍ୟର ସବୁ ବୋର୍ଡ ପରୀକ୍ଷାକୁ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ। ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ…

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର: ରାଜ୍ୟରେ ହୁହ ହେଇ ବଢିବାରେ ଲାଗିଛି କରୋନାର କାୟା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ଏବେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। କରୋନା ସଂକ୍ରମଣ ନେଇ ଗତକାଲି ସିବିଏସସି ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବାବେଳେ ଓଡ଼ିଶାରେ ମାଟ୍ରିକ ପରୀକ୍ଷା ହେବ କି ନାହିଁ…

ଘୁଞ୍ଚିବ ନାହିଁ ମାଟ୍ରିକ୍‌ ଓ +୨…

ଭୁବନେଶ୍ୱର: ମାଟ୍ରିକ୍‌ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ। ମାଟ୍ରିକ୍‌ ଓ +୨ ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ପରୀକ୍ଷା ପାଇଁ ଅଧିକ କେନ୍ଦ୍ରକରାଯିବ ଏଥିସହ ନବମ…

ମେ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ମେ ୩ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏହା ମେ ୧୫ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ମେ ୩ରୁ ୧୨ ତାରିଖ ପର୍ଯ୍ୟନ୍ତ ସଂସ୍କୃତ ମଧ୍ୟମା ପରୀକ୍ଷା ହେବାର ଥିଲାବେଳେ ମେ ୧୫ ପର୍ଯ୍ୟନ୍ତ ରାଜ୍ୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ପରୀକ୍ଷା ଅନୁଷ୍ଠିତ ହେବ। ଏହି ସୂଚନା ଦେଇଛି ବିଦ୍ୟାଳୟ ଓ…

୧୦ରୁ ମାଟ୍ରିକ ଫର୍ମ ପୂରଣ

ଭୁବନେଶ୍ବର: ମାଟ୍ରିକ୍‌ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଅନଲାଇନରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନୁ୍ଆରୀ ୧୦ରୁ ଫେବୃଆରୀ ୨ ତାରିଖ ଯାଏଁ ଫର୍ମ ପୂରଣ ଜାରି ରହିବ। ବିନା ଜରିମାନାରେ…