Odisha Link
Bridging the Missing Links in Odisha
Browsing Tag

Matric Result

ଆଉ କିଛି ସମୟ ପରେ ପ୍ରକାଶ ପାଇବ ମାଟ୍ରିକ…

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି। ଆଜି ପୂର୍ବାହ୍ନ ୧୦ଟା ସମୟରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ। ମଧ୍ୟାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବ୍ ସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ମାଟ୍ରିକ ଫଳାଫଳ ପାଇବେ…

ଅସନ୍ତୁଷ୍ଟ ପିଲା ପରୀକ୍ଷା ଦେଇପାରିବେ :…

ଭୁବନେଶ୍ବର:ଚଳିତବର୍ଷ ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ୍‌ ରେଜଲ୍ଟ। ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ। ଏବେ ରାଜ୍ୟରେ ମାଟ୍ରିକ୍‌ ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ଅସନ୍ତୋଷ ପ୍ରସଙ୍ଗ ଚର୍ଚ୍ଚାରେ। ଏହାକୁ ନଜରରେ ରଖି ମାଧ୍ୟମିକ ଶିକ୍ଷା…

ମାଟ୍ରିକ୍‌ ରେଜଲ୍ଟକୁ ନେଇ ତାତିଲେ…

ଭୁବନେଶ୍ବର: ଚଳିତବର୍ଷ ମହାମାରୀ କରୋନା ପାଇଁ ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ୍‌ ପରୀକ୍ଷା ଫଳ। ହେଲେ ମାଟ୍ରିକ୍‌ ରେଜଲ୍ଟକୁ ନେଇ ଅସନ୍ତୁଷ୍ଟ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ। କଟକ ଓ ପୁରୀରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ବ୍ୟାପକ ଅସନ୍ତୋଷ। ବୋର୍ଡ ଦେଇଥିବା ନମ୍ବରରେ…

ବିନା ପରୀକ୍ଷାରେ ଆଜି ପ୍ରକାଶ ପାଇବ…

କଟକ: ଆଜି ବାହାରିବ ମାଟ୍ରିକ୍‌ ପରୀକ୍ଷା ଫଳ। ଚଳିତବର୍ଷର ହାଇସ୍କୁଲ୍‌ ସାର୍ଟିଫିକେଟ୍‌ ବା ମାଟ୍ରିକ୍‌ ପରୀକ୍ଷା ଫଳ ସମେତ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ଏବଂ ସଂସ୍କୃତ ମଧ୍ୟମା ପରୀକ୍ଷା ଫଳ ଶୁକ୍ରବାରପ୍ରକାଶ ପାଇବ। ଅପରାହ୍ନ ୧ଟା ବେଳେ ଏକଜାମିନେସନ୍‌ କମିଟିର ଅନୁମୋଦନ ଲାଭ କରିବା ପରେ…

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ…

କଟକ: ଆସନ୍ତା କାଲି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ  ୱେବ୍‌ସାଇଟ୍‌ରେ ଉପଲ୍ଲବ୍ଧ ହେବ।  ଛାତ୍ରଛାତ୍ରୀମାନେ…

ଜୁନ ଶେଷ ସପ୍ତାହରେ ମାଟ୍ରିକ ରେଜଲ୍ଟ:…

ଭୁବନେଶ୍ବର: ମହାମାରୀ କରୋନା ସମୟରେ ବଡ଼ ଖବର। ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷା ଫଳ। ଏନେଇ ରବିବାର ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଚଳିତ ବର୍ଷ କରୋନାର ୨ୟ ଲହରକୁ ଦେଖି ମାଟ୍ରିକ ପରୀକ୍ଷାକୁ ସ୍ଥଗିତ…

କିସ୍‌ର ସଫଳତା: ମାଟ୍ରିକ ପରୀକ୍ଷାରେ…

ଭୁବନେଶ୍ବର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ୍)ର ଛାତ୍ରଛାତ୍ରୀ ପୁଣି ଥରେ ବାଜିମାତ କରିଥିବା ବେଳେ ୩୫୦ ଛାତ୍ରଛାତ୍ରୀ ୬୦%ରୁ ଅଧିକ ନମ୍ବର ରଖିଛନ୍ତି। କିସ୍‌ର ପାସ ହାର ୯୮ ପ୍ରତିଶତ ହୋଇଥିବା ବେଳେ ସମଗ୍ର ରାଜ୍ୟରେ ପାସ ହାର ୭୮.୭୬ ପ୍ରତିଶତ ରହିଛି।…

ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ,…

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ। ଭିଡିଓ ରିଲିଜ ଜରିଆରେ ପ୍ରକାଶ ପାଇଲା ପରୀକ୍ଷା ଫଳ। ବିଧିବଦ୍ଧ ଭାବେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ପାସ୍‌ ହାର ୭୮.୭୬% ରହିଛି। ଚଳିତବର୍ଷ ମଧ୍ୟ ପୁଅଙ୍କ ପଛରେ ପକାଇଲେ ଝିଅ। ଝିଅଙ୍କ ପାସ୍‌ ହାର ୮୧.୯୮…

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍, ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ମଧ୍ୟରେ ଆଜି ପ୍ରକାଶିତ ହେବ ମାଟ୍ରିକ୍‌ ରେଜଲ୍ଟ। ଆଉ କିଛି ସମୟ ପରେ ଭିଡିଓ କନଫରେନସିଂ ଜରିଆରେ ପରୀକ୍ଷା ଫଳ ପ୍ରକାଶ କରାଯିବ। ପୂର୍ବାହ୍ନ ସାଢ଼େ ୧୧ଟାରେ ଛାତ୍ରଛାତ୍ରୀ ମାନେ ନିଜର ପରୀକ୍ଷା ଫଳ ଜାଣି ପାରିବେ। ପୂର୍ବାହ୍ନ ୧୧ଟା…

ଜୁଲାଇ ୨୯ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ବୁଧବାର ଦିନ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ମଧ୍ୟାହ୍ନ ୧୨ଟାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ବୋର୍ଡର ୨ଟି ୱେବ୍‌ସାଇଟ୍‌ ଏବଂ ଏସଏମଏସ ଜରିଆରେ ଛାତ୍ରଛାତ୍ରୀମାନେ ନିଜର ଫଳାଫଳ ଜାଣିପାରିବେ…