Odisha Link
Bridging the Missing Links in Odisha
Browsing Tag

Mayurbhanj

ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲାରେ ୧୪୪ ଧାରା,…

ଓଏଲ୍‌ ବ୍ୟୁରୋ: ଶେଷ ପର୍ଯ୍ୟାୟରେ ୨୦୨୪ ମହାଲଢ଼େଇ। ଅନ୍ତିମ ଚରଣ ମତଦାନ ପାଇଁ ଶେଷ ହେଲା ପ୍ରଚାର। ଶନିବାର ପଡ଼ିବ ଭୋଟ। ଓଡ଼ିଶାର ୪୬୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର। ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ।…

ମତଦାନ ପୂର୍ବରୁ ଜିଲ୍ଲାପାଳ ନେଲେ ବଡ଼…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ନିର୍ବାଚନ ତାତି। ଶେଷ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ରାଜନୈତିକ ଦଳ କରୁଛନ୍ତି ଶେଷ ପ୍ରୟାସ। ଅନ୍ତିମ ଚରଣ ମତଦାନରେ ଓଡ଼ିଶାର ୪୨ଟି ବିଧାନସଭା ଓ ୬ଟି ଲୋକସଭା ଆସନରେ ମତଦାନ ହେବ। ମୟୂରଭଞ୍ଜ ଲୋକସଭା ଆସନ ସମେତ ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭାରେ ମତଦାନ ହେବ।…

ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ୫-ଟି ସଚିବ

ଓଏଲ୍‌ ବ୍ୟୁରୋ: କଟକ ପରେ ଆଜିଠୁ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍। ଏହି ଗସ୍ତରେ ଶ୍ରୀ ପାଣ୍ଡିଆନ୍‌ ପ୍ରଥମେ ଜିଲ୍ଲା ପରିଷଦ କ୍ୟାମ୍ପସରେ ଥିବା ମିଶନଶକ୍ତି କାଫରେ ପହଞ୍ଚି ପ୍ରଥମେ ଆଲୋଚନା କରିଛନ୍ତି ।ଏହାପରେ ସେ ବାଙ୍ଗରିପୋଷି ବ୍ଲକ କଳାବାଡ଼ିଆ ଫୁଟବଲ ପଡ଼ିଆ ଓ ୧୦ଟା ୪୫ରେ…

ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ଓଏଲ୍‌ ବ୍ୟୁରୋ : ଆଦିବାସୀ ଭାଷା ଶିକ୍ଷକଙ୍କୁ ନିୟମିତ କରିବା ଦାବିରେ ତାତିଲେ ଆଦିବାସୀ ସଂଘଟନ। ଆଦିବାସୀ ଭାଷା ଓ ଶିକ୍ଷକଙ୍କୁ ନିୟମିତ କରିବା ଦାବିରେ ଆଜି ୧୨ ଘଣ୍ଟିିଆ ମୟୂରଭଞ୍ଜ ବନ୍ଦ ପାଳନ। ଆଜି ସକାଳ ୬ରୁ ସଂଧ୍ୟା ୬ ପର୍ଯ୍ୟନ୍ତ ମିଳିତ ଆଦିବାସୀ ସଂଗଠନ ଦ୍ୱାରା ବନ୍ଦ ଡାକରା ଦିଆଯାଇଛି। ୧୨…

ଅନ୍ଧବିଶ୍ୱାସରୁ ଭୟଙ୍କର ହତ୍ୟାକାଣ୍ଡ

ଓଏଲ୍ ବ୍ୟୁରୋ : ସତରେ କଣ ଅନ୍ଧବିଶ୍ୱାସ ଏବେ ବି ଅଛି ଦୁନିଆଁରେ । ଏକ ହତ୍ୟାକାଣ୍ଡରୁ ଅନ୍ଧବିଶ୍ବାସ କଥା ସାମ୍ନାକୁ ଆସିଥିବାବେଳେ ହତ୍ୟାକାଣ୍ଡର ମୁଖ୍ୟ କାରଣ ଗୁଣି ଗାରେଡି ବୋଲି ସନ୍ଦେହ କରାଯାଉଛି । ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ମୟୂରଭଞ୍ଜ ଉଦଳା ଖୁଣ୍ଟା ଥାନା ଅଞ୍ଚଳରେ । ସାରଜମଡ଼ିହି ଗାଁର…

୩ ବର୍ଷ ପରେ ମୟୂରଭଞ୍ଜ ଗସ୍ତରେ ନବୀନ,…

ଓଏଲ୍‌ ବ୍ୟୁରୋ: ମୟୂରଭଞ୍ଜ ଚାଷୀଙ୍କ ପାଇଁ ଭଲ ଖବର। ଆଜି ଜିଲ୍ଲାର ଦୁଇ ପ୍ରାନ୍ତରେ ଦୁଇଟି ମଧ୍ୟମ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟା ୧୦ରେ ମୟୂରଭଞ୍ଜ ରାସଗୋବିନ୍ଦପୁର ବ୍ଲକ ଟିକିରିପଡ଼ାରେ ଅସ୍ଥାୟୀ ହେଲିକେପ୍ଟର ପଡ଼ିଆରେ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ…

ଆଜି ୯ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

କରଞ୍ଜିଆ: ଆଜି ଭଞ୍ଜସେନା ପକ୍ଷରୁ ୯ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରା ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ କେନ୍ଦ୍ର କରି ଡାକରା ଦିଆଯାଇଛି। ଆଜିର ଏହି ବନ୍ଦ ଯୋଗୁଁ ଜିଲ୍ଲାର ସମସ୍ତ ଦୋକାନ ବଜାର, ଶିକ୍ଷାନୁଷ୍ଠାନ ଏବଂ ଗାଡ଼ିମଟର ଚଳାଚଳ ବନ୍ଦ ରହିବା…

ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି…

କରଞ୍ଜିଆ: ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ସୂଚନା ମଳିଛି। ଏହି ନିନ୍ଦନୀୟ ଘଟଣାଟି ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଳକ୍‌ ଅନ୍ତର୍ଗତ ଖୁଣ୍ଟାକୋଟା ଗାଁରେ ଘଟିଛି। ଏହା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରକାଶ ଯେ, କେହି ଦୁର୍ବୃତ୍ତ…

ଅଟୋକୁ ଧକ୍କା ଦେଲା ଟ୍ରକ, ଦୁଇ ମୃତ

ମୟୁରଭଞ୍ଜ: ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ଅଟୋକୁ ଧକ୍କା ଦେଇ ଏକ ଟ୍ରକ ଓଲଟି ପଡ଼ିଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଦୁଇ ମୃତକ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଓ ଅନ୍ୟ ଜଣେ…

ପରଲୋକରେ ମୟୂରଭଞ୍ଜ ରାଜମାତା ଭାରତୀ…

ଭୁବନେଶ୍ବର: ପରଲୋକରେ ମୟୂରଭଞ୍ଜର ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ। ବାରିପଦାର ବେଲଗଡ଼ିଆ ସ୍ଥିତ ରାଜପ୍ରାସାଦରେ ଗତକାଲି ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୪ ବର୍ଷ ହୋଇଥିଲା। ଗତକାଲି ରାଜମାତା ସୁସ୍ଥ ଥିଲେ। ସକାଳ ଜଳଖିଆ ସହ ମଧ୍ୟାହ୍ନ ଭୋଜନ…