Odisha Link
Bridging the Missing Links in Odisha
Browsing Tag

meeting

ଭିଡିଓ କନ୍‌ଫରେନ୍ସିଂରେ ଏକାଠି ହେଲେ…

ଭୁବନେଶ୍ବର: କରୋନା ମୁକାବିଲା ସମୟରେ ଦେଶର ବିଭିନ୍ନ ରାଜ୍ୟର କୃଷିମନ୍ତ୍ରୀ ଓ ସଚିବମାନଙ୍କର ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନ୍ସିଂ ଜରିଆରେ ଆଜି ଅପରାହ୍ନ ୪ଟାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶାର କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, କୃଷି ଉତ୍ପାଦକ କମିଶନର ପ୍ରଦୀପ୍ତ…

କରୋନା ପାଇଁ ବାତିଲ୍ ହୋଇପାରେ ଆଇପିଏଲ;…

ମୁମ୍ବାଇ : କରୋନା ପାଇଁ ବାତିଲ୍ ହୋଇପାରେ ଆଇପିଏଲ। ଚଳିତ ମାସ ୨୯ରୁ ଆରମ୍ଭ ହେବାକୁ ଥିବା ଆଇପିଏଲକୁ ରଦ୍ଦ କିମ୍ବା ଘୁଞ୍ଚାଇବା ନେଇ ବିସିସିଆଇ ବିଚାର କରୁଛି। ଏ ସଂପର୍କରେ ଆଲୋଚନା ପାଇଁ ଶନିବାର ଦିନ ବିସିସିଆଇ ପକ୍ଷରୁ ଆଇପିଏଲ ଗଭର୍ଣ୍ଣିଂ ବଡିର ଏକ ବୈଠକ ଡକାଯାଇଛି ବୋଲି ଆଇପିଏଲ ଅଧ୍ୟକ୍ଷ ବ୍ରିଜେସ…

ଟ୍ରମ୍ପ୍‌-ମୋଦି ଶିଖର ସମ୍ମିଳନୀ

ନୂଆଦିଲ୍ଲୀ: ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କର ଭାରତରେ ଆଜି ୨ୟ ଦିନ। ଏହି ଅବସରରେ ଦିଲ୍ଲୀ ହାଇଦ୍ରାବାଦ ହାଉସ୍‌ରେ ଟ୍ରମ୍ପ୍‌-ମୋଦିଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ବୈଠକ। ଏହି ବୈଠକରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଶ୍ରୀରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ…

ଅଯୋଧ୍ୟା: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଗଠିତ ହୋଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ବୈଠକ ଆଜି ଅନୁଷ୍ଠିତ ହେବ। ଦିଲ୍ଲୀରେ ହେବାକୁ ଥିବା ଏହି ବୈଠକରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସମସ୍ତ ସଦସ୍ୟଙ୍କ ସମେତ ରାମଜନ୍ମ ଭୂମି ନ୍ୟାସର ଅଧ୍ୟକ୍ଷ ମହନ୍ତ…

ସରକାରୀ ହିସାବ କମିଟିଙ୍କ ନବମ ବୈଠକ

ଭୁବନେଶ୍ୱର : ସରକାରୀ ହିସାବ କମିଟିଙ୍କ ନବମ ବୈଠକ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ଉକ୍ତ କମିଟି ଅନ୍ତର୍ଗତ ସବ୍‌କମିଟିମାନଙ୍କର ୨୦୧୮-୧୯ ବର୍ଷର ଚିଠା ରିପୋର୍ଟ ଗୁଡ଼ିକୁ ଚୂଡାନ୍ତ କରିବା…

କରୋନା ଭାଇରସ୍: କେନ୍ଦ୍ର ସରକାରଙ୍କ…

ନୂଆଦିଲ୍ଲୀ: ଚାଇନାରେ ହୁ ହୁ ହୋଇ ବଢ଼ୁଛି କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା। ଏହାର ପ୍ରଭାବ ଭାରତରେ ମଧ୍ୟ ଆଶଙ୍କା ସୃଷ୍ଟି କରିଛି। ଏହାରି ମଧ୍ୟରେ କେରଳରେ ୩ ଜଣ କରୋନା ଭାଇରସରେ ଆକ୍ରାନ୍ତ ହେବା ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଭୟଙ୍କର ସ୍ଥିତିର ମୁକାବିଲା କରିବା ପାଇଁ ଆଜି କେନ୍ଦ୍ର…

ବିଭାଗୀୟ ସ୍ଥାୟୀ କମିଟି-୧ଙ୍କ ସପ୍ତମ…

ଭୁବନେଶ୍ବର: ଆଜି ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି -୧ଙ୍କର ସପ୍ତମ ବୈଠକ ବିଧାୟକ ରୋହିତ ପୂଜାରୀଙ୍କ କାର୍ଯ୍ୟକାରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ବିଧାନସଭାରେ ୧୨/୭/୨୦୧୯ରେ ଉପସ୍ଥାପିତ ହୋଇଥିବା ଗୃହ ଓ ଆଇନ ବିଭାଗ ସଂପର୍କିତ…

ମାପ ଓ ଓଜନ ଠକେଇ ଯାଞ୍ଚ ବ୍ୟବସ୍ଥାକୁ…

ଭୁବନେଶ୍ବର: ଅସାଧୁ ବ୍ୟବସାୟକୁ ରୋକିବା ତଥା ଖାଉଟିଙ୍କ ସୁରକ୍ଷା ନିମନ୍ତେ ରାଜ୍ୟରେ ବ୍ୟବସାୟ ପ୍ରତିଷ୍ଠାନ ଓ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକର ମାପ ଓ ଓଜନ ଠକେଇ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏଥି ସହିତ ପେଟ୍ରୋଲ୍‌ ପମ୍ପଗୁଡ଼ିକରେ ମଧ୍ୟ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରାଯିବବ ବୋଲି ଖାଦ୍ୟ ଯୋଗାଣ ଓ…

ସ୍ୱାଧିକାର କମିଟିର ପ୍ରଥମ ବୈଠକ

ଭୁବନେଶ୍ବର: ଆଜି ବିଧାନସଭା ସ୍ୱାଧିକାର କମିଟିଙ୍କ ପ୍ରଥମ ବୈଠକ ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ କମିଟିଙ୍କ ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ…

ସରକାରୀ ହିସାବ କମିଟିଙ୍କର ଷଷ୍ଠ ବୈଠକ

ଭୁବନେଶ୍ୱର : ବିଧାନସଭାର ବିଭାଗୀୟ ସରକାରୀ ହିସାବ କମିଟିଙ୍କର ଷଷ୍ଠ ବୈଠକ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ସଂପର୍କରେ ଭାରତର ମହାଲେଖ…