Odisha Link
Bridging the Missing Links in Odisha
Browsing Tag

metric Exam

ସରିଲା ମାଟ୍ରିକ ପରୀକ୍ଷା; ୧୮ରୁ ଖାତା…

ଭୁବନେଶ୍ବର: ଆଜି ଦିନ ସରିଲା ମାଟ୍ରିକ ପରୀକ୍ଷା। ତେବେ ମାଟ୍ରିକ ପରୀକ୍ଷା ପରେ ଏବେ ଖାତା ଦେଖା ଚିନ୍ତାରେ ବୋର୍ଡ। ମାର୍ଚ୍ଚ ୧୮ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୧୦ ତାରିଖରେ ଶେଷ ହେବ ବୋଲି ଜଣାପଡିଛି। ତେବେ ମାଟ୍ରିକ ଖାତା ଦେଖାରେ ନିୟୋଜିତ ହେବେ ୧୫ହଜାର ଶିକ୍ଷକ ଓ ଶିକ୍ଷୟତ୍ରୀ।…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବର୍ଷା…

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଢାଖୋଲ ଅଞ୍ଚଳରେ ଆଜି ଝିପିଝିପି ବର୍ଷା ହେବାରୁ ମାଟ୍ରିକ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀମାନେ ବିଳମ୍ବରେ ପହଞ୍ଚିଛନ୍ତି। ବର୍ଷା ହେବା କାରଣରୁ ଛାତ୍ରଛାତ୍ରୀମାନେ ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ପାରିନଥିଲେ ବୋଲି ଜଣାପଡ଼ିଛି। ନାକଟିଦେଉଳ ଓ…

କପି ପାଇଁ କୁରୁକ୍ଷେତ୍ର

କାମାକ୍ଷାନଗର: କାମାକ୍ଷାନଗର ବିରିବୁଲେଇ ଓ ଗଡପଳାସୁଣୀ ପରୀକ୍ଷା କେନ୍ଦ୍ରରେ କପିକୁ ନେଇ ପୁଲିସ ଓ ଅଭିଭାବକ ମୁହାଁମୁହିଁ ହୋଇଛନ୍ତି। ବିରିବୁଲେଇ ପରୀକ୍ଷା କେନ୍ଦ୍ରରେ ଅଭିଭାବକ ମାନେ ଖୁଲାମଖୂୁଲା କପି ଯୋଗାଉଥିବା ବେଳେ ପୁଲିସ ବିରୋଧ କରିଥିଲା। ଫଳରେ ପରୀକ୍ଷା କେନ୍ଦ୍ର ପାଚେରୀ ଭାଙ୍ଗି ଧସେଇ…

ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ…

କୋଣାର୍କ: ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ଜଣେ ଛାତ୍ର ଏହି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ରାମଚଣ୍ଡୀ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଥାନା ଅନ୍ତର୍ଗତ ବାବା ବାଲି କପିଳେଶ୍ୱର ସ୍କୁଲର ଛାତ୍ର ସୌମ୍ୟ ରଞ୍ଜନ ଫର୍ମ ଫିଲପ୍‌…

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ!

ଭୁବନେଶ୍ବର: ଆଜିଠାରୁ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ। ତେବେ ମାଟ୍ରିକ୍ ପରୀକ୍ଷା ପାଇଁ ଗ୍ରହଣ କରାଯାଇଥିବା ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଏବର୍ଷ ପୁଣି ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଚର୍ଚ୍ଚା ଜୋର…