Odisha Link
Bridging the Missing Links in Odisha
Browsing Tag

Missile Test

ଆଜି ଚାନ୍ଦିପୁରରେ ହେବ ମିଜାଇଲ ପରୀକ୍ଷଣ

ବାଲେଶ୍ୱର: ଆଜି ଚାନ୍ଦିପୁର ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନର ପରୀକ୍ଷଣ କେନ୍ଦ୍ରରୁ ଏକ ଉନ୍ନତ ମାନର ମିଜାଇଲ ପରୀକ୍ଷା କରାଯିବ। ଏଥିପାଇଁ ଡିଆରଡିଓର ପରୀକ୍ଷଣ କେନ୍ଦ୍ରଠାରୁ ଅଢେଇ କିଲୋମିଟର ଦୂରତା ମଧ୍ୟରେ ଥିବା ୪ଟି ପଞ୍ଚାୟତର ୬ଖଣ୍ଡ ଗାଁର ଲୋକଙ୍କୁ ଅସ୍ଥାୟୀ ଭାବେ ବିସ୍ଥାପିତ କରାଯାଉଛି । ୪ଟି…

ପୃଥ୍ବୀ-୨ କ୍ଷେପଣାସ୍ତ୍ରର ପରୀକ୍ଷଣ

ଭୁବନେଶ୍ବର: ଆଜି ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ସନ୍ଧ୍ୟା ୭ଟା ୩୦ମିନିଟରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ଯୋଗ୍ୟ ମଧ୍ୟମ ଦୂରଗାମୀ ଏହି ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୫୦ କିମି ରହିଥିବାବେଳେ ହଜାରେ କେଜିର…

କ୍ବିଆର୍‌ସାମ୍‌ ମିସାଇଲର ସଫଳ ପରୀକ୍ଷଣ

ଚାନ୍ଦିପୁର: ଆଜି ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିର ୩ ନମ୍ବର ଲଞ୍ଚ ପ୍ୟାଡରୁ କ୍ୟୁଆରସାମ୍‌(କ୍ବିକ୍‌ ରିଆକ୍ସନ୍‌ ସରଫେସ୍‌ ଟୁ ଏୟାର) କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଆଜି ସକାଳ ୧୧ଟା ୪୯ମିନିଟ୍‌ରେ ଏହି ପରୀକ୍ଷଣ ହୋଇଥିଲା। ଏହି କ୍ଷେପଣାସ୍ତ୍ର ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ।…

ବ୍ରହ୍ମୋସ ମିସାଇଲର ସଫଳ ପରୀକ୍ଷଣ

ଚାନ୍ଦିପୁର: ଚାନ୍ଦିପୁରର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ଼ରୁ ଆଜି ସକାଳ ୮.୪୫ରେ ସୁପରସୋନିକ କ୍ରୁଜ଼ ମିଜାଇଲ ବ୍ରହ୍ମୋସ ପରୀକ୍ଷା କରାଯାଇଛି। ଋଷ୍ ଓ ଭାରତର ମିଳିତ ସହଯୋଗରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଯେକୌଣସି ପରିସ୍ଥିତିରେ ସ୍ଥଳଭାଗ, ଯୁଦ୍ଧ ଜାହାଜ ଓ ରେଳ ଲଞ୍ଚରରୁ ଉତକ୍ଷେପଣ…