Odisha Link
Bridging the Missing Links in Odisha
Browsing Tag

Mission Shakti Department

ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂଆ…

ଓଏଲ୍ ବ୍ୟୁରୋ: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିର୍କେୟନଙ୍କୁ ଆଜି ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ…

ମୋ ସରକାରରେ ସାମିଲ ହେଲା ମିଶନ୍‌ ଶକ୍ତି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ଏଣିକି ଏହି ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ସିଧାସଳଖ କଥା ହେବେ ସରକାର। ମଙ୍ଗଳବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ…

ଅଙ୍ଗନବାଡି କେନ୍ଦ୍ରରେ ଛତୁଆ ବଣ୍ଟନ

ଭୁବନେଶ୍ବର : ସମନ୍ୱିତ ଶିଶୁ ବିକାଶ ଯୋଜନାରେ ପରି ପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଗର୍ଭବତୀ ଓ ପ୍ରସୂତୀ ମହିଳା, ଶିଶୁ ଏବଂକିଶୋରୀମାନଙ୍କ ପୁଷ୍ଟିସାଧନ ନିମନ୍ତେ ଯୋଗାଇ ଦିଆଯାଉଥିବା ‘ଟେକ୍‌ ହୋମ୍‌ ରାସନ୍‌’ ବ୍ୟବସ୍ଥାରେ ସ୍ୱଚ୍ଛତା ଏବଂଗୁଣବତ୍ତା ବଜାୟ ରଖିବା ଏବଂ ବଣ୍ଟନକୁ ଅଧିକ ବ୍ୟବସ୍ଥିତ କରିବା…