Odisha Link
Bridging the Missing Links in Odisha
Browsing Tag

mosquitoes

ଅଗଷ୍ଟ ୧୫ ପରଠୁ ଘରୁ ମଶା ବାହାରିଲେ…

ଓଏଲ୍‌ ବ୍ୟୁରୋ: ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ଥମିବାର ନା ନେଉନି। ଦିନକରେ ୫୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୧୦୦୦ ପାର ହେଲାଣି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଡେଙ୍ଗ ସଂକ୍ରମଣକୁ ରୋକିବା ପାଇଁ ଏଣିକି ଘରକୁ ଘର ବୁଲି ଡେଙ୍ଗା ମଶା ଖୋଜିବ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)। ଯଦି ଘରୁ…

ମଶା ନେଲା ଚାକିରି, ମୁଖ୍ୟମନ୍ତ୍ରୀଙ୍କୁ…

ଭୋପାଳ: ମୁଖ୍ୟମନ୍ତ୍ରୀଙ୍କୁ ମଶା କାମୁଡ଼ିବାରୁ ଚାଲିଗଲା ଚାକିରି। ଏମିତି ଏକ ଅଜବ ଘଟଣା ଘଟିିଛି ମଧ୍ୟପ୍ରଦେଶରେ। ସର୍କିଟହାଉସରେ ରାତ୍ରୀ ରହଣି କରିଥିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ୍। ହେଲେ ରାତି ଅଧରେ ମଶା କାମୁଡ଼ିବାରୁ ଜଣେ ଯନ୍ତ୍ରୀଙ୍କୁ ନିଲମ୍ବିତ ହେବାକୁ ପଡ଼ିଛି।…