Odisha Link
Bridging the Missing Links in Odisha
Browsing Tag

MOU

ସୋଆ ଓ ଜିମ୍ବାୱେ ବିଶ୍ୱବିଦ୍ୟାଳୟ ମଧ୍ୟରେ…

ଭୁବନେଶ୍ୱର: ବିଭିନ୍ନ ଏକାଡେମିକ୍‌ ଏବଂ ଆନୁସଙ୍ଗିକ କ୍ଷେତ୍ରରେ ସହଯୋଗ ଓ ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଜିମ୍ବାୱେର ବିନ୍ଦୁରା ବିଶ୍ୱବିଦ୍ୟାଳୟ ଅଫ୍‌ ସାଇନ୍ସ ଏଜୁକେସନ୍‌ ମଧ୍ୟରେ ଗୁରୁବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଏକ ସ୍ୱତନ୍ତ୍ର…

ଭାରତ-ଅଷ୍ଟ୍ରେଲିଆ ଭୂତଳ ଜଳ ପରିଚାଳନା…

ନୂଆଦିଲ୍ଲୀ: ଭାରତ-ଅଷ୍ଟ୍ରେଲିଆ ଭୂତଳ ଜଳ ପରିଚାଳନା ବୁଝାମଣାପତ୍ରକୁ କ୍ୟାବିନେଟ ଅନୁମୋଦନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର ମନ୍ତ୍ରିମଣ୍ଡଳ ବୈଠକରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସ୍ୱାକ୍ଷରିତ ଭୂତଳ ଜଳର ସହଣୀୟ ପରିଚାଳନା, ଦକ୍ଷତା ନିର୍ମାଣ, ଗବେଷଣା ଓ ବିକାଶ…

ଇଣ୍ଡିଆନ୍ ଅଏଲ୍ ଓ ଏକ୍ସନ୍ ମୋବିଲ ମଧ୍ୟରେ…

ନୂଆଦିଲ୍ଲୀ: ଇଣ୍ଡିଆନ୍ ଅଏଲ ଓ ଯୁକ୍ତ ରାଷ୍ଟ୍ର ଆମୋରିକାର ଏକ୍ସନ୍‌ ମୋବିଲ କର୍ପୋରେସନ୍ ମଧ୍ୟରେ ସ୍ୱାକ୍ଷରିତ ହୋଇଥିବା ବୁଝାମଣା ଭାରତର ଅପହଂଚ ଅଂଚଳରେ ପ୍ରାକୃତିକ ଗ୍ୟାସ୍ ଯୋଗାଣରେ ବେଶ୍ ସହାୟକ ହେବ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି…

ଜଳ ପର୍ଯ୍ୟଟନର ବିକାଶ ପାଇଁ ଓଡିଶା ଓ…

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ରାଜ୍ୟରେ ଜଳ ପର୍ଯ୍ୟଟନ କ୍ଷେତ୍ରରେ ବିବିଧତା ଆଣିବା ନିମନ୍ତେ କେରଳ ଜାହାଜ ଚଳାଚଳ ଏବଂ ଆଭ୍ୟନ୍ତରୀଣ ଜଳ ଯୋଗାଯୋଗ ନିଗମ ସହ ବୈଷୟିକ ସହଯୋଗ ପାଇଁ ଗତକାଲି ଏକ ବୁଝାମଣା ପତ୍ର ସ୍ୱାକ୍ଷର କରିଛନ୍ତି। ଏହି ଅବସରରେ ପର୍ଯ୍ୟଟନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଭୁବନେଶ୍ୱର ରେଳ ଷ୍ଟେସନର ନବୀକରଣ ପାଇଁ…

ଭୁବନେଶ୍ବର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଓଡିଶାର ରାଜଧାନୀ ଭୁବନେଶ୍ୱରରେ ଏକ ନୂଆ କିର୍ତୀ ସ୍ଥାପନ ହେବାକୁ ଯାଉଛି ବୋଲି ଗୁରୁବାର ନୂଆଦିଲ୍ଲୀ ସ୍ଥିତ ଉଦ୍ୟୋଗ ଭବନ ଠାରେ ଭିଡିଓ କନଫରେନ୍ସି ଜରିଆରେ ଭୁବନେଶ୍ୱର ରେଳ ଷ୍ଟେସନର ନବୀକରଣ ପାଇଁ ପୂର୍ବତଟ ରେଳବାଇ ଏବଂ ଓଡିଶା ସରକାରଙ୍କ…