Odisha Link
Bridging the Missing Links in Odisha
Browsing Tag

MSME

ପଞ୍ଚାନନ ଦାଶଙ୍କ ସ୍ମୃତିପୁସ୍ତକ…

ଭୁବନେଶ୍ବର: ଉଦ୍ୟୋଗ ବିକାଶ ମଞ୍ଚର ଅଧ୍ୟକ୍ଷ ତଥା ପୂର୍ବତନ ଏମ୍ଏସ୍ଏମ୍ଇ ସଚିବ ପଞ୍ଚାନନ ଦାଶଙ୍କ ଜୀବନସ୍ମୃତି ପୁସ୍ତକ "ଜୀବନ ଯେମିତି" ସ୍ଥାନୀୟ ହୋଟେଲ ସ୍ୱସ୍ତି ପ୍ରିମିୟମ ପରିସରରେ ଉନ୍ମୋଚିତ ହୋଇଯାଇଛି। ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ…

ଭାରତର ଏମଏସଏମଇ କ୍ଷେତ୍ର ପାଇଁ ୫୦ କୋଟି…

ନୂଆଦିଲ୍ଲୀ: କରୋନା ମହମାରୀ କାରଣରୁ ଦେଶର ଏମଏସଏମଇ ସେକ୍ଟର ବିଶେଷ ପ୍ରଭାବିତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଭାରତର ଏମଏସଏମଇ କ୍ଷେତ୍ରକୁ ବୃଦ୍ଧି କରିବା ପାଇଁ ବିଶ୍ୱ ବ୍ୟାଙ୍କ ୫୦୦ ମିଲିୟନ ଡଲାର ପ୍ରୋଗ୍ରାମକୁ ଅନୁମୋଦନ କରିଛି। ଏହି କାର୍ଯ୍ୟକ୍ରମ ଦ୍ୱାରା ୫ ଲକ୍ଷ ୫୦ ହଜାର ଏମଏସଏମଇର…

ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା ଉଦଘାଟିତ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ବରର ପ୍ରଦର୍ଶନୀ ପଡ଼ିଆରେ ଏମଏସଏମଇ ବାଣିଜ୍ୟ ମେଳା ଉଦଘାଟିତ ହୋଇଯାଇଛି। ଭର୍ଚୁଆଲ୍ ମାଧ୍ୟମରେ ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଆଜି ଠାରୁ ଆରମ୍ଭ ହୋଇଥିବା ଏହି ଏମଏସଏମଇ ବାଣିଜ୍ୟ ମେଳା ଆସନ୍ତା ୯ ତାରିଖ ଯାଏ ଚାଲିବ।ରାଜ୍ୟର ବାଣିଜ୍ୟ ଓ…

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କୁ…

ଭୁବନେଶ୍ବର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି କ୍ଷେତ୍ରର ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବା ଆଜି ଲୋକାର୍ପଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ…

କ୍ୟାବିନେଟ ବୈଠକ: MSMEକୁ ଗୁରୁତ୍ବ ଓ…

ନୂଆଦିଲ୍ଲୀ: ଦେଶରେ ଲାଗି ରହିଥିବେ କରୋନା ସଙ୍କଟ ମଧ୍ୟରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ, ପ୍ରକାଶ ଜାଭେଦକର ଓ ନରେନ୍ଦ୍ର ସିଂହ ତୋମାର ସାମ୍ବାଦିକ ସମ୍ମିଳନୀରେ ସମସ୍ତ୍ୟ ତଥ୍ୟ ଉପସ୍ଥାପନା…

MSME ପାଇଁ ୩ ଲକ୍ଷ କୋଟିର ଋଣ

ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ ଦେଶର ଅର୍ଥନୀତି ମାନ୍ଦାବସ୍ଥା ମଧ୍ୟରେ ଗତି କରୁଥିବାବେଳେ ଏଥିରେ ସୁଧାର ଆଣିବା ଲାଗି ଗତକାଲି ପ୍ରଧାମନ୍ତ୍ରୀ ଆତ୍ମନିର୍ଭର ଅଭିଯାନର ଘୋଷଣା କରିଥିଲେ। ଏଥିପାଇଁ ପ୍ରଧାନମନ୍ତ୍ରୀ ୨୦ ଲକ୍ଷ କୋଟି ଟଙ୍କାର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏନେଇ ଆଜି…

ରାଜ୍ୟରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ…

ଭୁବନେଶ୍ୱର : ରାଜ୍ୟରେ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ପ୍ରଭୂତ ସମ୍ଭାବନା ରହିଛି । ଓଡ଼ିଶାରେ ଯେଣସି ଉତ୍ପାଦର ଉତ୍ପାଦନ ମୂଲ୍ୟ ଅନ୍ୟ ରାଜ୍ୟ ତୁଳନାରେ କମ୍‌ ରହିଛି ବୋଲି ଭୁବନେଶ୍ୱରଠାରେ ୧୬ତମ ଏଣ୍ଟରେ ପ୍ରନିୟର୍ସ ସପ୍ତାହ ଉଦ୍‌ଘାଟନ କରି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ…

କାଲିଠୁ ଏମ୍‌ଏସ୍‌ଏମ୍‌ଇ ଆନ୍ତର୍ଜାତିକ…

ଭୁବନେଶ୍ବର: ରାଜ୍ୟ ଏମ୍ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଜାନୁଆରୀ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୦ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାଣିଜ୍ୟ ମେଳାକୁ ଉଦ୍‌ଘାଟନ କରିବେ। ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ…

ନୂତନ ଆଇ ପିଆର୍‌ ପ୍ରକାଶନରେ…

ଭୁବନେଶ୍ୱର : ଆଜି ଲୋକସେବା ଭବନ କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ୭ଟି ସଂଘର ମୁଖ୍ୟ ଏବଂ କ୍ଷୁଦ୍ର ଶିଳ୍ପର ମୁଖ୍ୟମାନେ ଶିଳ୍ପ, ଶକ୍ତି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିକାଶ…

ବିଜେପିରେ ମିଶିଲେ ଅବସରପ୍ରାପ୍ତ ପ୍ରଶାସକ…

ଭୁବନେଶ୍ବର: ଆଜି ବିଜେପିରେ ଯୋଗ ଦେଇଛନ୍ତି ଅବସରପ୍ରାପ୍ତ ଓଡ଼ିଆ ପ୍ରଶାସକ ପଞ୍ଚାନନ ଦାଶ। ସେ ପୂର୍ବରୁ ଓଡ଼ିଶାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ବିଭାଗର ସଚିବ ଥିଲେ। ପରେ ସେ କେନ୍ଦ୍ର ସରକାରଙ୍କ ଅଧୀନରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରି କିଛି ମାସ ତଳେ ଅବସର ଗ୍ରହଣ କରିଛନ୍ତି।…