Odisha Link
Bridging the Missing Links in Odisha
Browsing Tag

Municipal Election

କଂଗ୍ରେସ ପାର୍ଟି ଅଫିସରେ ନିଆଁ

ଓଏଲ୍‌ ବ୍ୟୁରୋ: ୨୪ରେ ପୌର ନିର୍ବାଚନ। ଏଥିପାଇଁ ସଜବାଜ ସମସ୍ତ ପ୍ରାର୍ଥୀ । ହେଲେ ଏହାପୂର୍ବରୁ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା। ପୁରୀ ଜିଲ୍ଲା ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦର ୭ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଘଟିଛି। କଂଗ୍ରେସ ପାର୍ଟି ଅଫିସରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ।…

‘ବିଜେଡିର ରଣନୀତିକୁ ଭେଦି…

ଓଏଲ୍‌ ବ୍ୟୁରୋ: ମାର୍ଚ୍ଚ ୨୪ରେ ପୌର ନିର୍ବାଚନ। ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳର ନଜର ଏବେ ପୌର ସିଂହାସନ ଉପରେ। ପଞ୍ଚାୟତ ନିର୍ବାଚନରେ ବିିପୁଳ ବିଜୟ ହାସଲ କରିଥିବା ବିଜେଡିର ନଜର ଏବେ ପୌର ଗାଦି ଉପରେ। ଅନ୍ୟପଟେ ପଞ୍ଚାୟତ ନିର୍ବାଚନରେ ଅମାନତ ହରାଇଥିବା ବିଜେପି ଓ କଂଗ୍ରେସ ପୌର ଗଡ଼ ଦଖଲ କରିବା…

୪ ଦିନ ମିଳିବନି ମଦ

ଓଏଲ୍‌ ବ୍ୟୁରୋ: ମାର୍ଚ୍ଚ ୨୪ ତାରିଖରେ ଅନୁଷ୍ଠିତ ହେବ ପୌର ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ। ଏଥିସହିତ ମାର୍ଚ୍ଚ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଡ୍ରାଏ ଡେ' ଘୋଷଣା କରିଛନ୍ତି ରାଜ୍ୟ ସରକାର। ୪ଦିନ ରାଜ୍ୟର ୧୦୬ଟି ସହରାଞ୍ଚଳ ଓ ୩ଟି ମହାନଗର ନିଗମ ଅଞ୍ଚଳରେ ମଦ ବିକ୍ରି ଉପରେ କଟକଣା…