Odisha Link
Bridging the Missing Links in Odisha
Browsing Tag

Nabin Patnaik

ସୁଆଣ୍ଡୋରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି…

ଓଏଲ୍‌ ବ୍ୟୁରୋ: ସୁଆଣ୍ଡୋକୁ ମିଳିଲା ନୂଆରୂପ। ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍କଳମଣୀଙ୍କ ବାସଗୃହ, ପୁଷ୍କରିଣୀ, ଢିଙ୍କିଶାଳ, ରୋଷଘର ବୁଲି ଦେଖିବା ସହ ଉତ୍କଳମଣୀଙ୍କ ପ୍ରତି ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

ପାଇକମାଳରେ ହେଲା ଗୋଷ୍ଠୀ…

ଓଏଲ୍‌ ବ୍ୟୁରୋ : ପାଇକମାଳ ଅଞ୍ଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି। ବରଗଡ଼ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶୃତି ଆଜି ସେ ରକ୍ଷା କରିଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି କରିବା ପାଇଁ ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର…

‘ସେ ସମୟର ନବୀନ ବାବୁ ଆଉ ଏବେ…

ଓଏଲ୍‌ ବ୍ୟୁରୋ : ଗତକାଲି କଂଗ୍ରେସରେ ଯୋଗ ଦେଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ସେ ନୂଆଦିଲ୍ଲୀର ଏଆଇସିସି କାର୍ଯ୍ୟାଳୟରେ ପ୍ରଭାରୀ ଚେଲ୍ଲା କୁମାର ଓ ଓଡ଼ିଶା କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଥିଲେ। ଦଳରେ ଯୋଗ କରିବା ପରେ ବିଜୟ ପଟ୍ଟନାୟକ…

‘ତଦନ୍ତ ସଫଳ ହେଲେ…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି କରିଛି। ହତ୍ୟା ଘଟଣାର ଅଭିଯୁକ୍ତ ପୁଲିସ କର୍ମଚାରୀ ଗୋପାଳକୁ ଗିରଫ କରାଯାଇଥିବାବେଳେ ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା ଜାରି କରିଛି କ୍ରାଇମବ୍ରାଞ୍ଚ। ତେବେ ନବ ଦାସଙ୍କ ହତ୍ୟାର ତଦନ୍ତକୁ ନେଇ ସନ୍ଦେହ…

ବିକ୍ରମଦେବ ସ୍ବୟଂଶାସିତ ମହାବିଦ୍ୟାଳୟକୁ…

ଓଏଲ୍‌ ବ୍ୟୁରୋ : ଜୟପୁରର ବିକ୍ରମଦେବ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବ ଆୟୋଜିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍ସବରେ ଯୋଗ ଦେଇଥିଲେ। ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଗଲା ବୋଲି ଘୋଷଣା କରିଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୨ଟି…

ଓଏଲ୍ ବ୍ୟୁରୋ : ଆଜି ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣା ପଡିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ ଇନ ଏଡ୍ ବୃଦ୍ଧି ହୋଇଛି। ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଅନୁଦାନପ୍ରାପ୍ତ…

ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ମହିଳା…

ଓଏଲ୍‌ ବ୍ୟୁରୋ : ମହିଳା ଉଦ୍ୟୋଗୀ ମାନଙ୍କ ଋଣ ସୁଧ ଫେରସ୍ତ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ। ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି। ୨୦୨୨ ଅପ୍ରେଲରୁ ଓ…

ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ…

ଓଏଲ୍‌ ବ୍ୟୁରୋ : ହକି ବିଶ୍ୱକପ ୨୦୨୩କୁ ନେଇ ଉତ୍ସାହିତ ହକିପ୍ରେମୀ। ଜାନୁଆରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ। ଏହି ହକି ବିଶ୍ୱକପ ପାଇଁ ଭାରତର ବଡ ହକି ଷ୍ଟାଡିୟମର ମାନ୍ୟତା ପାଇଥିବା ବିର୍ସାମୁଣ୍ଡା ହକି ଷ୍ଟାଡିୟମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ନବୀନଙ୍କ ବଡ଼ ଘୋଷଣା : ରାଜ୍ୟରେ ଆଉ…

ଓଏଲ୍ ବ୍ୟୁରୋ : ରାଜ୍ୟରେ ଆଉ ବର୍ଷେ ମାଗଣା ଚାଉଳ ମିଳିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ଅର୍ଥାତ ୨୦୨୩ ଜାନୁଆରୀରୁ ଡିସେମ୍ବର ପର୍ଯ୍ୟନ୍ତ ମିଳିବ ମାଗଣା। ଏହି ଯୋଜନାରେ ମାସିକ ମୁଣ୍ଡପିଛା ମିଳିବ ୫ କେଜି ଚାଉଳ। ଏହି ମାଗଣା ଚାଉଳ ଯୋଗାଣରେ ଖର୍ଚ୍ଚ ହେବ…

ଅନୁଗୁଳ ବାସୀଙ୍କୁ ନୂଆବର୍ଷ ଭେଟି ଦେଲେ…

ଓଏଲ୍‌ ବ୍ୟୁରୋ : ଅନୁଗୁଳରେ ମୁଖ୍ୟମନ୍ତ୍ରୀ। ବିକାଶ ହେଉଛି ଅନୁଗୁଳର ସବୁଠୁ ବଡ ପରିଚୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସି ୨୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୨୪୨ କୋଟିର ଋଣ ଡିଜିଟାଲ୍ ଲଞ୍ଚିଂ କରିଛନ୍ତି।…