Odisha Link
Bridging the Missing Links in Odisha
Browsing Tag

NAC

କଣ୍ଟିଲୋକୁ ଏନ୍‌ଏସି ମାନ୍ୟତା, ଘୋଷଣା…

ଓଏଲ୍‌ ବ୍ୟୁରୋ: ନୟାଗଡ଼ ଜିଲ୍ଲା କଣ୍ଟିଲୋବାସୀଙ୍କ ପାଇଁ ଖୁସି ଖବର। କାରଣ କଣ୍ଟିଲୋକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ମାନ୍ୟତା। ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାଫଳରେ ନୟାଗଡ଼ ଜିଲ୍ଲାରେ ଏନ୍‌ଏସି ସଂଖ୍ୟା ୫କୁ ବୃଦ୍ଧି ପାଇଛି। ପୂର୍ବରୁ ଜିଲ୍ଲାର…

ରାଜ୍ୟରେ ୩୪ଟି ନୂଆ ଏନ୍‌ଏସି ଓ ୫ଟି…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯାଇଥିବା ଘୋଷଣା…

ସହରାଞ୍ଚଳ ଗରିବଙ୍କ ପାଇଁ…

ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍‌ର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ମହାମାରୀ ପାଇଁ କେବଳ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଛି ତା ନୁହେଁ ଅର୍ଥନୈତିକ ଓ ସାମାଜିକ ସମସ୍ୟା ମଧ୍ୟ ସୃଷ୍ଟି ହୋଇଛି। ଏହାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା…

ଭିଜିଲାନ୍ସ ଜାଲରେ ଏନଏସିର ସହକାରୀ…

ସମ୍ବଲପୁର : ସମ୍ବଲପୁର ଜିଲା କୁଚିଣ୍ଡାରେ ଏନଏସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ଚଢାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏହି ଚଢାଉ କରିଛି। କୁଚିଣ୍ଡାରେ ଥିବା ୨ଟି ଘରେ ଏବଂ ଘୋଷା ସ୍ଥିତ ଗୋଟିଏ ଘରେ ଭିଜିଲାନ୍ସ ଚଢାଉ କରିଛି।…