ଆଜିଠୁ ଆରମ୍ଭ ଅନଲାଇନ୍ରେ ମିଡ଼ିଆ…
ଭୁବନେଶ୍ୱର: ପୂର୍ବ ଭାରତର ସବୁଠାରୁ ବଡ଼ ଏବଂ ଆର୍କଷଣୀୟ ମିଡ଼ିଆ ମହାକୁମ୍ଭର ଚତୁର୍ଥ ସଂଷ୍କରଣର ଇ-ଉଦ୍ଘାଟନ ପାଇଁ ଭର୍ଚୁଆଲ ମଂଚ ପ୍ରସ୍ତୁତ । ପୂର୍ବତନ ମୂଖ୍ୟମନ୍ତ୍ରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୧ତମ ଜନ୍ମବାର୍ଷିକ ଉପଲକ୍ଷେ, ଆଜି ଠାରୁ ଏହି ଦୁଇ ଦିନିଆ ଜାତୀୟ ଗଣମାଧ୍ୟମ ମହାସମ୍ମିଳନୀ ଅନ୍ଲାଇନ୍ରେ…