Odisha Link
Bridging the Missing Links in Odisha
Browsing Tag

National Sports Day

ଅର୍ଜୁନ ପୁରସ୍କାର ପାଇଲେ ଦୂତୀ

ନୂଆଦିଲ୍ଲୀ: ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଆ ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କୁ ସମ୍ମାନଜନକ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଭିଡିଓ କନଫରେନ୍ସିଂ ଜରିଆରେ ଦୂତିଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପୂର୍ବରୁ ଦୂତୀ ଚାନ୍ଦଙ୍କୁ ଅଜୁର୍ନ ପୁରସ୍କାର ମିଳିବା…

ଆଜି ଜାତୀୟ କ୍ରୀଡ଼ା ଦିବସ

ଓଏଲ୍‌ବ୍ୟୁରୋ: ଆଜି ଜାତୀୟ କ୍ରୀଡ଼ା ଦିବସ। ପ୍ରତ୍ଯେକ ବର୍ଷ ୨୯ ଅଗଷ୍ଟ ତାରିଖକୁ ହକି ଲିଜେଣ୍ଡ ମେଜର ଧ୍ୟାନଚାନ୍ଦଙ୍କ ସମ୍ମାନରେ ଜାତୀୟ କ୍ରୀଡା ଦିବସ ରୂପେ ପାଳନ କରାଯାଇଥାଏ। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ୧୯୯୫ ମସିହା ଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ…

ବିଜୁ ପଟ୍ଟନାୟକ କ୍ରୀଡ଼ା ସାହସିକତା ଓ…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସ୍ଥାନୀୟ ଜୟଦେବ ଭବନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜୁ ପଟ୍ଟନାୟକ କ୍ରୀଡ଼ା ସାହସିକତା ଓ ସମାଜସେବା ପୁରସ୍କାର ପ୍ରଦାନ କରିଛନ୍ତି। କ୍ରୀଡ଼ା ପାଇଁ ପାରା ବ୍ୟାଡମିଣ୍ଟନରେ ବିଶ୍ୱ ଚମ୍ପିଆନସିପ ହାସଲ କରିଥିବା ପ୍ରମୋଦ ଭଗତ ଏବଂ ସାହସିକତାରେ…

ଆଜି ଜାତୀୟ କ୍ରୀଡ଼ା ଦିବସ: ୧୯…

ନୂଆଦିଲ୍ଲୀ: ଦେଶର ଖେଳାଳୀଙ୍କ ପାଇଁ ଦିନଟିଏ। ଆଜି ହେଉଛି ଜାତୀୟ କ୍ରୀଡ଼ା ଦିବସ। ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତି ଆଜି। ପ୍ରତିବର୍ଷ ଅଗଷ୍ଟ ୨୯ ତାରିଖକୁ ସାରା ଦେଶରେ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି। ପ୍ରତି ମଣିଷ ଜୀବନରେ ଖେଳର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି…