Odisha Link
Bridging the Missing Links in Odisha
Browsing Tag

Naveen Patnaik

ବଦଳିଲେ ବିଜେଡି ପର୍ଯ୍ୟବେକ୍ଷକ:…

ଭୁବନେଶ୍ୱର: ବିଜୁ ଜନତା ଦଳର ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଅନ୍ୟାନ୍ୟ ସାଙ୍ଗଠନିକ ପଦବୀରେ ପରିବର୍ତନ ଆଣିଛନ୍ତି ଦଳ ସଭାପତି ନବୀନ ପଟ୍ଟନାୟକ। ଏ ନେଇ ଶୁକ୍ରବାର ଦିନ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ବରିଷ୍ଠ ନେତା ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତି…

ଓଏଲ୍‌ ବ୍ୟୁରୋ: ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବନ୍ୟା ପରିସ୍ଥିତି…

୩ ବର୍ଷ ପରେ ମୟୂରଭଞ୍ଜ ଗସ୍ତରେ ନବୀନ,…

ଓଏଲ୍‌ ବ୍ୟୁରୋ: ମୟୂରଭଞ୍ଜ ଚାଷୀଙ୍କ ପାଇଁ ଭଲ ଖବର। ଆଜି ଜିଲ୍ଲାର ଦୁଇ ପ୍ରାନ୍ତରେ ଦୁଇଟି ମଧ୍ୟମ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ୧୧ଟା ୧୦ରେ ମୟୂରଭଞ୍ଜ ରାସଗୋବିନ୍ଦପୁର ବ୍ଲକ ଟିକିରିପଡ଼ାରେ ଅସ୍ଥାୟୀ ହେଲିକେପ୍ଟର ପଡ଼ିଆରେ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ…

ଦୁର୍ନୀତିଖୋର ଅଧିକାରୀଙ୍କ ବିରୋଧରେ ବଡ଼…

ଓଏଲ୍‌ ବ୍ୟୁରୋ: ପୁଣିଥରେ ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ…

କାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ : ଶନିବାର ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୬ ତାରିଖରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁଥିବା ସ୍ୱାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‍…

ସରକାରୀ କର୍ମଚାରୀଙ୍କ ପାଇଁ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ଅଧିନରେ ଥିବା ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ…

ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ହେବେ…

ନୟାଗଡ଼: ବର୍ତ୍ତମାନ ରାଜ୍ୟର କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଥିବା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ କାଳେ ଆଗକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ହେବେ। ଏମିତି ଆଲୋଚନା ଏବେ ନୟାଗଡ଼ ରାଜନୈତିକ ଶିବିରରେ ମୁଖ୍ୟପ୍ରସଙ୍ଗ ପାଲଟିଛି। ମୁଖ୍ୟମନ୍ତ୍ରୀ ଖୁବ୍‌ ଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳରେ ଏକ ବଡ଼ଧରଣର…

ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ଅରୁଣ!

ନୟାଗଡ଼: 'ଏ ସମ୍ପତ୍ତି ଆପଣଙ୍କର, ଆପଣଙ୍କ ପଇସାରେ, ଆପଣଙ୍କ ସେବା ପାଇଁ ଉଦ୍ଦିଷ୍ଟ। ଏହାର ଯତ୍ନ ନିଅନ୍ତୁ।' ରାଜ୍ୟର ରାସ୍ତାଘାଟ ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ନିବେଦନମୂଳକ ଲେଖା ସାଧାରଣ ଜନତାଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରଖାଯାଇଛି।…

ୟୁକ୍ରେନରୁ ଓଡ଼ିଶା ଫେରିଲେ ଛାତ୍ରଛାତ୍ରୀ,…

ଓଏଲ୍‌ ବ୍ୟୁରୋ: ଋଷ-ୟୁକ୍ରେନ ମଧ୍ୟରେ ମହାଯୁଦ୍ଧ ଚାଲିଥିବା ବେଳେ ଓଡ଼ିଶା ଫେରିଲେ ଓଡ଼ିଆ ଛାତ୍ରଛାତ୍ରୀ। ବିଧ୍ବଂସ୍ତ କେନ୍ଦ୍ର ୟୁକ୍ରେନରୁ ଓଡ଼ିଶା ଫେରିଲେ ୭୭ ଜଣ ଓଡ଼ିଆ ଛାତ୍ରଛାତ୍ରୀ। ଅପରାହ୍ନ ସାଢ଼େ ୫ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଞ୍ଚିବା ପରେ ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ…

ଭୁବନେଶ୍ବର: ଯୁଦ୍ଧାକ୍ରାନ୍ତ ୟୁକ୍ରେନ୍‌ରେ ଫସି ରହିଥିବା ଓଡ଼ିଆଙ୍କ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ସେଠାରୁ ସୁରକ୍ଷିତ ଭାବରେ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ହେଲ୍ପଲାଇନ୍‌ ନମ୍ବର ଜାରି କରିଛନ୍ତି। ପ୍ରବାସୀଙ୍କୁ ଫେରାଇ ଆଣିବା ଲାଗି ଆବଶ୍ୟକ ସମସ୍ତ ଖର୍ଚ୍ଚ…