Odisha Link
Bridging the Missing Links in Odisha
Browsing Tag

Naveen Patnaik

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ…

ଓଏଲ୍‌ ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇଟି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ…

ଜୁନ୍‌ ୫ରେ ଶପଥ ନେଇଥିଲେ, ୯ରେ ବିଦା…

ଓଏଲ୍‌ ବ୍ୟୁରୋ: ଗତବର୍ଷ ଜୁନ୍‌ ମାସ ୫ ତାରିଖରେ ନୂଆକରି ମନ୍ତ୍ରୀ ଭାବେ ଦାୟିତ୍ବ ନେଇଥିଲେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ। ଠିକ୍‌ ବର୍ଷକ ପରେ ନବୀନଙ୍କ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ…

କରମଣ୍ଡଳ ଦୁର୍ଘଟଣା: ୫ ଲକ୍ଷ ସହାୟତା…

ଓଏଲ୍‌ ବ୍ୟୁରୋ: ବାହାନଗା ରେଳ ଦୁର୍ଘଟଣାରେ ମୃତାହତଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ତେବେ ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍…

ବାଲେଶ୍ବର ଟ୍ରେନ୍‌ ଦୁର୍ଘଟଣା: ଆଜି ସାରା…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି। ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା…

ସକାଳେ ଦୁର୍ଘଟଣା ସ୍ଥଳକୁ ଯିବେ…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଭୟଙ୍କର ଦୁର୍ଘଟଣା। ଦୁଇଟି ଏକ୍ସପ୍ରେସ୍‌ ଧକ୍କା ହେବାରୁ ୫୦ରୁ ଉର୍ଦ୍ଧ୍ବ ଜୀବନ ଚାଲିଯାଇଥିବା ବେଳେ ୪୦୦ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଏହି ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ। କରମଣ୍ଡଳ ଏକ୍ସପ୍ରେସ ଓ…

ବାଲେଶ୍ବର ଭୟଙ୍କର ଟ୍ରେନ୍ ଦୁର୍ଘଟଣା:…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଭୟଙ୍କର ଦୁର୍ଘଟଣା। ଦୁଇଟି ଏକ୍ସପ୍ରେସ୍‌ ଧକ୍କା ହେବାରୁ ୨୦୦ରୁ ଅଧିକ ମୃତାହତ ହୋଇଥିବା ସୂଚନା ରହିଛି। କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ପରସ୍ପର ଭିତରେ ଧକ୍କା ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଓଡ଼ିଶା ରାଜନୀତି ଓ ମେ’ ୨୯

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ମେ' ମାସ ୨୯ ତାରିଖ। ଏହା ଓଡ଼ିଶାବାସୀ ଓ ରାଜ୍ୟ ରାଜନୀତି ପାଇଁ ଏକ ସ୍ମରଣୀୟ ତାରିଖ। କହିବାକୁ ଗଲେ ମେ' ୨୯ ତାରିଖ ଓଡ଼ିଶା ରାଜନୀତି ପାଇଁ ମଧ୍ୟ ଅଭୁଲା ଦିନ ହୋଇଛି ରହିଛି। ଆଜି ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ। ସେହିପରି ଆଜିର ଦିନରେ ଏକ ଦଶନ୍ଧି…

କାହାକୁ ମିଳିବ ‘ମୋ ଘର’ ?…

ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟରେ ୧୮ଟି ପ୍ରସ୍ତାବରେ ମୋହର ମାରିଛନ୍ତି ନବୀନ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ ବୈଠକରେ ବାଜିଛି ମୋହର। ସବୁଠୁ ବଡ଼କଥା ହେଲା ଆଜି ନବୀନ ସରକାରର ୫ମ ପାଳିର ୪ର୍ଥ ବର୍ଷ ପୂରଣ ହୋଇଛି। ଏହି…

ନୂଆ ସଂସଦ ଭବନ ଉଦଘାଟନୀ କାର୍ଯ୍ୟକ୍ରମରେ…

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ଆଧୁନିକ ଓ ଭବ୍ୟ ଶୈଳୀରେ ନିର୍ମାଣ ହୋଇଥିବା ସଂସଦର ନୂଆ ବିଲଡିଂକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରୋଧୀ ଏହି କାର୍ଯ୍ୟକ୍ରମକୁ ବୟକଟ କରିବାକୁ ଘୋଷଣା କରିଛନ୍ତି। ହେଲେ ଅନ୍ୟପଟେ ସରକାରୀ ସ୍ତରରେ ଉଦଘାଟନୀ ଉତ୍ସବ ପାଇଁ ସବୁ ପ୍ରକାରର ପ୍ରସ୍ତୁତି…

ନିର୍ବାଚନ ପୂର୍ବରୁ ନବୀନଙ୍କ ନୂଆ ଟିମ୍,…

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଅଦଳବଦଳ ହେଲା ରାଜ୍ୟ ମନ୍ତ୍ରିମଣ୍ଡଳ। ଶପଥ ନେଲେ ୩ ନୂଆ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…