ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ନବୀନଙ୍କ…
ଓଏଲ୍ ବ୍ୟୁରୋ: ଆଜିଠାରୁ (ସୋମବାର) ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ…