Odisha Link
Bridging the Missing Links in Odisha
Browsing Tag

Naveen Patnaik

ମେଣ୍ଟ ଚର୍ଚ୍ଚା: ବିଜେଡି ନେତା…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡ଼ିଶାରେ ମେଣ୍ଟକୁ ନେଇ ହେଉଛି ଜୋରଦାର ଚର୍ଚ୍ଚା। ଗୋଟିଏ ପଟେ ନବୀନ ନିବାସରେ ବିଜେଡିର ବୈଠକ ବସିଥିବା ବେଳେ ଅନ୍ୟପଟେ ଦିଲ୍ଲୀରେ ଓଡ଼ିଶା ବିଜେପି ନେତାଙ୍କ ବୈଠକ ବସିଛି। ଏସବୁ ମଧ୍ୟରେ ସାମ୍ନାକୁ ଆସିଛି ବିଜେଡି ଓ ବିଜେପିର ବରିଷ୍ଠ ନେତାଙ୍କ…

ମେଣ୍ଟ ଚର୍ଚ୍ଚା ଭିତରେ ଗୋଟିଏ ମଞ୍ଚରେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ଓଡ଼ିଶା ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ବିଗତ କିଛି ଦିନ ହେବ ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ନେଇ ଜୋରଦାର ଚର୍ଚ୍ଚା ହେଉଥିଲା। ହେଲେ ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟ ହେବ ନାହିଁ କହି ପୂର୍ଣ୍ଣଚ୍ଛେଦ ପକାଇଥିଲେ।…

ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ: ନବୀନ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ଓଡ଼ିଶାକୁ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନିକିଆ ଓଡ଼ିଶା ଗସ୍ତରେ ଆସି ରାଜ୍ୟକୁ ପ୍ରାୟ ୨୦ ହଜାର କୋଟି ଟଙ୍କାର ଉପହାର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପର ଶିଳାନ୍ୟାସ୍‌ ଓ…

ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳରୁ ଇସ୍ତଫା ଦେଲେ ୬ ଥରର ବିଧାୟକ ଅରବିନ୍ଦ ଢାଲି। ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଇ-ମେଲ୍‌ ଯୋଗେ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ଆସନ୍ତାକାଲି ସେ ବିଜେପିରେ…

ଲୋକାର୍ପିତ ହେଲା ରାଜ୍ୟର ସବୁଠୁ ବଡ଼…

ଓଏଲ୍‌ ବ୍ୟୁରୋ: ଲୋକାର୍ପିତ ହେଲା ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲ। ଏହି ଅତ୍ଯାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାତ୍ରୀଙ୍କୁ ଏଠାରେ ବିମାନ ବନ୍ଦର ଭଳି ଅନୁଭୂତି ମିଳିବ। ନବୀନ ଓଡ଼ିଶାର ନୂଆରୂପ ଭାବେ ଅନ୍ତଃରାଜ୍ୟ ବରମୁଣ୍ଡା ବସ୍‌‌…

ନୂଆ ରୂପ ପାଇବ ବାରବାଟୀ, ନବକଳେବର…

ଓଏଲ୍‌ ବ୍ୟୁରୋ: ଓଡ଼ିଶା କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ। ଐତିହାସିକ ବାରବାଟୀ ଷ୍ଟାଡିୟମର ହେବ ନବକଳେବର। ଏଥିପାଇଁ ଆଜି ମୂଳଦୁଆ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି…

କଣ୍ଟିଲୋକୁ ଏନ୍‌ଏସି ମାନ୍ୟତା, ଘୋଷଣା…

ଓଏଲ୍‌ ବ୍ୟୁରୋ: ନୟାଗଡ଼ ଜିଲ୍ଲା କଣ୍ଟିଲୋବାସୀଙ୍କ ପାଇଁ ଖୁସି ଖବର। କାରଣ କଣ୍ଟିଲୋକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ମାନ୍ୟତା। ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାଫଳରେ ନୟାଗଡ଼ ଜିଲ୍ଲାରେ ଏନ୍‌ଏସି ସଂଖ୍ୟା ୫କୁ ବୃଦ୍ଧି ପାଇଛି। ପୂର୍ବରୁ ଜିଲ୍ଲାର…

ରାଜ୍ୟରେ ୩୪ଟି ନୂଆ ଏନ୍‌ଏସି ଓ ୫ଟି…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯାଇଥିବା ଘୋଷଣା…

‘୨୦୨୪ ନିର୍ବାଚନରେ ରେକର୍ଡ…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନକୁ ମଝିରେ ଆଉ ଏକ ମାସ ସମୟ। ତେବେ ଭୋଟ ଗ୍ରହଣ ପାଇଁ କେମିତି ଚାଲିଛି ସଜବାଜ, ବିଭିନ୍ନ ରାଜ୍ୟକୁ ଯାଇ ପ୍ରସ୍ତୁତିର ଅନୁଧ୍ୟାନ କରୁଛନ୍ତି ନିର୍ବାଚନ କମିଶନଙ୍କ ଟିମ୍। ଅନ୍ୟପଟେ ନିର୍ବାଚନ ତାରିଖ ଘୋଷଣା ନହୋଇଥିବା ବେଳେ ଓଡ଼ିଶା ରାଜନୀତି ସରଗରମ। ସାଧାରଣ ନିର୍ବାଚନକୁ…

‘ସ୍ବୟମ୍‌’ ଯୋଜନାରେ…

ଓଏଲ୍‌ ବ୍ୟୁରୋ: ଉଦୀୟମାନ ଯୁବକଯୁବତୀଙ୍କୁ 'ଯୁବ ଉଦ୍ୟୋଗୀ'ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ନୂଆ ଯୋଜନା 'ସ୍ବୟମ୍'।ଲାଭଜନକ ବ୍ୟବସାୟ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କାର ଋଣ ଦେବାକୁ ସରକାର ବ୍ୟବସ୍ଥା କରିଛନ୍ତି।ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି।ଯୋଗ୍ୟ ବ୍ୟକ୍ତି…