Odisha Link
Bridging the Missing Links in Odisha
Browsing Tag

Naveen Patnaik

ବଡ଼ ଖବର: ୧୭ ତାରିଖ ସରକାରୀ ଛୁଟି

ଓଏଲ୍‌ ବ୍ୟୁରୋ: ଜାନୁଆରୀ ୧୭ ତାରିଖରେ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହା ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡ଼ିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଏଥିସହିତ ଜାନୁଆାରୀ ୧୭ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି…

କୃଷି ଓଡ଼ିଶା ୨୦୨୪ ଉଦଘାଟିତ, ଏବର୍ଷର…

ଓଏଲ୍‌ ବ୍ୟୁରୋ: ଉଦଘାଟିତ ହେଲା ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ୱାନ…

ସମଲେଇ ପ୍ରକଳ୍ପର ହେବ ଲୋକାର୍ପଣ:…

ଓଏଲ୍‌ ବ୍ୟୁରୋ: ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ…

ଫେବ୍ରୁଆରୀ ୩ରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ମାସରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଆ ଭାଷା ସମ୍ମିଳନୀ। ଏନେଇ ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଜି ସନ୍ଧ୍ୟାରେ ବର୍ଷର ଶେଷ କ୍ୟାବିନେଟ…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ସରିବ ୨୦୨୩ ବର୍ଷ, ଆରମ୍ଭ ହେବ ୨୦୨୪। ଏହାପୂର୍ବରୁ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ଆଜି ବସିବ। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ଆଉ ଦିନକ ପରେ ନୂଆବର୍ଷ ତା…

ପଦ୍ମପୁରକୁ ମିଳିଲା ପ୍ରଥମ ଏଡିଏମ୍

ଓଏଲ୍‌ ବ୍ୟୁରୋ: ଖୁବଶୀଘ୍ର ପଦ୍ମପୁରବାସୀଙ୍କ ସ୍ବପ୍ନ ସାକାର ହେବାକୁ ଯାଉଛି। କାରଣ ଜିଲ୍ଲା ସ୍ବପ୍ନ ସାକାର ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରରେ ପ୍ରଥମ ଏଡିଏମ୍‌ଙ୍କୁ ନିଯୁକ୍ତ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ପଦବୀକୁ ଅନୁମୋଦନ କରିଛନ୍ତି ରାଇଜ ମୁଖିଆ। ୨୦୨୦ ବ୍ୟାଚ୍‌ର…

ବିଏସ୍‌କେଓ୍ବାଇ ନବୀନ କାର୍ଡର ଶୁଭାରମ୍ଭ,…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜିଠୁ ଓଡ଼ିଶାରେ ଆରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋାଜନା ନବୀନ କାର୍ଡ। ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଡ ଜରିଆରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ ।…

୨୭ ବର୍ଷରେ ବିଜେଡି, କ’ଣ ରହିଛି…

ଭୁବନେଶ୍ବର: ଆଜି ୨୭ ବର୍ଷରେ ପାଦ ଥାପିଲା ବିଜୁ ଜନତା ଦଳ(ବିଜେଡି)। ଆଜି ଦଳକୁ ୨୬ ପୂରି ୨୭ ଚାଲିଳା। ଏଥିପାଇଁ ଦଳର ପ୍ରତିଷ୍ଠା ଦିବସକୁ ଧୁମଧାମରେ ପାଳନ କରିବା ପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ ଉତ୍ସବରେ ସାମିଲ ହେବେ ବିଜୁ ଜନତା ଦଳର…

ଯୋରନ୍ଦା ମହିମାଗାଦୀରେ ମୁଖ୍ୟମନ୍ତ୍ରୀ;…

ଓଏଲ୍‌ ବ୍ୟୁରୋ: ଯୋରନ୍ଦା ମହିମାଗାଦୀରେ ମୁଖ୍ୟମନ୍ତ୍ରୀ। ସକାଳ ୧୧ଟାରେ ଯୋରନ୍ଦା ହାଇସ୍କୁଲରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ମହିମା ସାଧୁସନ୍ଥ ସ୍ବାଗତ କରିଛନ୍ତି। ଶୂନ୍ୟ ମଣ୍ଡପ,ଉପାସନା ପୀଠ ଓ ବତୀ ମଣ୍ଡପର ଭୂମି ପୂଜନ କରାଯାଇଛି। ଏହା ସହ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ…

୩୧ତମ ଜିଲ୍ଲା ଘୋଷଣା କରିବେ ନବୀନ!

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିଲାଣି ବିଗୁଲ। ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଲେଣି ରଣନୀତି। ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସ ଦିଲ୍ଲୀରେ ଓଡ଼ିଶା ଦଖଲ ପାଇଁ କରୁଛନ୍ତି ପ୍ରସ୍ତୁତି। ଅନ୍ୟପଟେ ଦେଶର ସବୁଠି ଚର୍ଚ୍ଚାରେ ରହୁଥିବା ଆଞ୍ଚଳିକ ଦଳ ବିଜୁ ଜନତା ଦଳ ଲଗାତାର ୬ଷ୍ଠ ଥର…